Posted inଖେଳ

କପିଲ ଦେବ ଅସୁସ୍ଥ : ହୃଦଘାତ ଯୋଗୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୩ ।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ କପିଲ ଦେବ ଅସୁସ୍ଥ ହୋଇପଡିଛନ୍ତି । ହୃଦ୍‌ଘାତ ସମସ୍ୟା ଦେଖାଯିବାରୁ ଶୁକ୍ରବାର ତାଙ୍କୁ ଦିଲ୍ଲୀର ଫୋର୍ଟିଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ଆନଜିଓପ୍ଲାଷ୍ଟି କରାଯାଇଥିବା ବେଳେ ସେ ସୁସ୍ଥ ଥିବା କୁହାଯାଉଛି । ଦେଶ ପ୍ରଥମେ ୧୯୮୩ରେ ତାଙ୍କ ନେତୃତ୍ୱରେ ବିଶ୍ୱକପ୍ କ୍ରିକେଟ ହାସଲ କରିଥିଲା । ହଜାର ହଜାର ଯୁବକଙ୍କୁ ସେ କ୍ରିକେଟରେ ଯୋଗ ଦେବାକୁ ପ୍ରେରଣା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାନେମତ-ଅଙ୍ଗଦ ଯୋଡ଼ିଙ୍କୁ ଟାଇଟଲ

ନୂଆଦିଲ୍ଲୀ, ୧ା୧୨ (ପି.ଟି.):ଯୁବ ଶୁଟର ଗାନେମତ ସେଖନ ଓ ତାଙ୍କ ପାର୍ଟନର ଅଙ୍ଗଦ ବୀର ସିଂ ବାଜଓ୍ବା ଏଠାରେ ଚାଲିଥିବା ନ୍ୟାଶନାଲ ଶୁଟିଂ ଚାମ୍ପିୟନଶିପ୍‌ରେ ମିକ୍ସଡ...

ସେଲ୍‌ ହକି ଏକାଡେମୀକୁ ଡବଲ ଟାଇଟଲ

ଭୁବନେଶ୍ୱର, ୧।୧୨(ତପନ ସ୍ବାଇଁ):ତାମିଲନାଡୁର କୋଭିଲପଟ୍ଟିଠାରେ ଅନୁଷ୍ଠିତ ସର୍ବପ୍ରଥମ ହକି ଇଣ୍ଡିଆ ଏକାଡେମୀ ଚାମ୍ପିୟନଶିପ୍‌ (ଜୋନ-ବି)ରେ ସେଲ୍‌ ହକି ଏକାଡେମୀ ଡବଲ ଟାଇଟଲ ହାସଲ କରିଛି। ଏହି...

ଦିନିକିଆ ଦଳରେ ପ୍ରଥମଥର ଏହି ଖେଳାଳିଙ୍କୁ ଦେଖି ଖୁସିରେ ଝୁମିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୧।୧୨: ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଅର୍ଥାତ୍‌ ବିସିସିଆଇ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା କରିଛି। ଦିନିକିଆ ଦଳରେ...

କୋହଲି-ରୋହିତଙ୍କୁ କାହିଁକି ମିଳିଲାନି ଦଳରେ ସ୍ଥାନ: ବିସିସିଆଇ କହିଲା କାରଣ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳ ଡିସେମ୍ବରରୁ ଦକ୍ଷିଣ ଆଫ୍ରିକା ଗସ୍ତ ସିରିଜ ପାଇଁ ବିସିସିଆଇ ଦଳ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଖେଳାଯାଇଥିବା ଦିନିକିଆ ଏବଂ...

ଆଇପିଏଲ୍‌ ୨୦୨୪ରେ ପାଣ୍ଡ୍ୟା ହୋଇପାରନ୍ତି ମୁମ୍ବାଇ ଅଧିନାୟକ ! ଅଶ୍ୱିନ କହିଲେ- ସହଜରେ ଗ୍ରହଣ କରିନେବେ ରୋହିତ

ଚେନ୍ନାଇ,୧।୧୨: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ପୂର୍ବ ଦୁଇ ସଂସ୍କରଣରେ ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା...

ଶୁକ୍ରବାର ଚତୁର୍ଥ ଟି-୨୦ ମ୍ୟାଚ୍‌ : ଦଳକୁ ଫେରିବେ ଶ୍ରେୟସ୍‌ ଆୟର

ରାୟପୁର,୩୦ା୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ଚତୁର୍ଥ ମ୍ୟାଚ୍‌ ଶୁକ୍ରବାର ରାୟପୁରରେ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଭାରତ ସିରିଜ୍‌ ଜିତିବାକୁ ପ୍ରୟାସ...

ସଚିନଙ୍କ ନାମରେ ରେଲଓ୍ବେ ଷ୍ଟେଶନ, ଫଟୋ ଉଠାଇଲେ ଗାଭାସ୍କର

ଗାନ୍ଧିନଗର,୩୦।୧୧: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ନଭେମ୍ବର ୨୮, ମଙ୍ଗଳବାର ଗୁଜରାଟର ସୁରଟରେ ଥିବା ସଚିନ ରେଳଓ୍ବେ ଷ୍ଟେଶନ ଯାଇ କରି ଖୁସି ବ୍ୟକ୍ତ...

ବିଶ୍ୱ ଜୁନିୟର ବକ୍ସିଂରେ ଭାରତର ଉଲ୍ଲେଖନୀୟ ସଫଳତା: ୮ ବକ୍ସରଙ୍କ ପଦକ ପକ୍କା

ନୂଆଦିଲ୍ଲୀ,୩୦ା୧୧: ଆର୍ମେନିଆର ୟେରେଭାନ୍‌ଠାରେ ଚାଲିଥିବା ଆଇବିଏ ଜୁନିୟର ଓ୍ବାଲର୍‌ଡ ବକ୍ସିଂ ଚାମ୍ପିୟନଶିପ୍‌ ୨୦୨୩ର ୬ଷ୍ଠ ଦିବସରେ ଭାରତକୁ ଉଲ୍ଲେଖନୀୟ ସଫଳତା ମିଳିଛି। ୮ବକ୍ସର ସେମିଫାଇନାଲରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri