ରୋହିତଙ୍କ ଭାବପ୍ରବଣ ଫଟୋ ପୋଷ୍ଟ କରି କପିଲ ଦେବ ଲେଖିଲେ ଏମିତି, ପ୍ରଶଂସକ କହିଲେ…

୨୦୨୩ ବିଶ୍ୱକପରେ ଭାରତର ପରାଜୟ ଭାରତୀୟ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଦେଇଛି। ମାତ୍ର ଯେତେବେଳେ ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କ ଆଖିରେ ପ୍ରଶଂସକମାନେ ଲୁହ ଦେଖିଲେ, ସେମାନେ ଭାବପ୍ରବଣ ହୋଇଯାଇଥିଲେ। ଏ ନେଇ ଅନେକ ୟୁଜର୍ସ ଏବଂ ସେଲିବ୍ରିଟି ଲେଖିଛନ୍ତି,  ଖେଳରେ ବିଜୟ ଏବଂ ପରାଜୟ ଉଭୟ ରହିଛି।  ତେଣୁ ନିରାଶ ହୁଅନ୍ତୁ ନାହିଁ, ଆମେ ଆପଣଙ୍କ ସହିତ ଅଛୁ।
୧୯୮୩ରେ ପ୍ରଥମ ବିଶ୍ୱକପ ଜିତିଥିବା ଦଳର ଅଧିନାୟକ କପିଲ ଦେବ ମଧ୍ୟ ଇନଷ୍ଟାଗ୍ରାମରେ ଏକ ଷ୍ଟୋରୀ ପୋଷ୍ଟ କରିଛନ୍ତି। ଯାହା ଭାଇରାଲ ହେଉଛି। ଏହି ଷ୍ଟୋରୀ ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ହୃଦୟ ଜିତିଛ।
କପିଲ ଦେବ ନିଜ ଇନଷ୍ଟାଗ୍ରାମ ଷ୍ଟୋରୀରେ ଟିମ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ଏକ ଭାବପ୍ରବଣଭରା ଫଟୋ ରଖି ଇଂରାଜୀରେ ଲେଖିଛନ୍ତି, ରୋହିତ, ତୁମେ ତୁମର କାର୍ଯ୍ୟରେ ଜଣେ ଗୁରୁ। ସଫଳତା ତୁମକୁ ଅପେକ୍ଷା କରିଛି । ମୁଁ ଜାଣେ ଏହା  କଷ୍ଟକର, କିନ୍ତୁ ଉତ୍ସାହିତ ରୁହ । ଭାରତ ଆପଣଙ୍କ ସହିତ ଅଛି । ବର୍ତ୍ତମାନ ଏହି  ଷ୍ଟୋରୀ ଭାଇରାଲ ହେଉଛି। ଯାହାକୁ ଅନେକ ପସନ୍ଦ କରିଛନ୍ତି।
ଏକ୍ସରେ କପିଲଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟୋରୀର ଏକ ସ୍କ୍ରିନସଟ ପୋଷ୍ଟ କରି @ କ୍ରିକ୍ରାଜି ଜୋନ ନାମକ ଜଣେ ୟୁଜର୍ସ ଲେଖିଛନ୍ତି,  କ୍ୟାପଟେନ ରୋହିତ ଶର୍ମାଙ୍କ ପାଇଁ କପିଲ ଦେବଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀ।  ଏହା ଲୋକଙ୍କ ହୃଦୟ ଜିତିଛି। ଅନେକ ୟୁଜର୍ସ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଜଣେ ଉପଭୋକ୍ତା ଲେଖିଛନ୍ତି, ଆମ ଅଧିନାୟକଙ୍କୁ ସମର୍ଥନ କରିଥିବାରୁ କପିଲଙ୍କୁ ଧନ୍ୟବାଦ।

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri