Posted inଖେଳ

ହାର୍ଦ୍ଦିକ ଟେଷ୍ଟ କ୍ରିକେଟ ଖେଳି ପାରିବେ ନାହିଁ: କପିଲ ଦେବ

ନୂଆଦିଲ୍ଲୀ, ୧୬। ୮: ୧୯୮୩ର ବିଶ୍ବକପ ବିଜେତା ଅଧିନାୟକ କପିଲ ଦେବ ଟିମ୍ ଇଣ୍ଡିଆ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ବଡ ବୟାନ ଦେଇଛନ୍ତି। ହାର୍ଦ୍ଦିକଙ୍କ ଫିଟନେସକୁ ନେଇ ତାଙ୍କର ଟେଷ୍ଟ କ୍ରିକେଟ ଖେଳିବା ଉପରେ ସେ ନିଜର ରାୟ ରଖିଛନ୍ତି। କ୍ରିକେଟର ବହୁତ ଫିଟ୍ ଥିଲେ ହେଁ ଟେଷ୍ଟ କ୍ରିକେଟ ଖେଳି ପାରିବେ ନାହିଁ ବୋଲି ସେ କହିଛନ୍ତି।

୨୦୧୭ରେ ଶ୍ରୀଲଙ୍କା ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ ହାର୍ଦ୍ଦିକ। ହେଲେ ସେ ୨୦୧୮ରେ ଇଂଲଣ୍ଡ ସହ ଟେଷ୍ଟ ସିରିଜ ଖେଳିବା ପରେ ଆଉ ଧଳା ଜର୍ସି ପିନ୍ଧି ନାହାନ୍ତି। ଏସିଆ କପ୍ ରେ ତାଙ୍କର ପିଠିରେ ଆଘାତ ଲାଗିଥିଲା। ସୁସ୍ଥ ହେବା ପରଠାରୁ ସେ କେବଳ ସୀମିତ ଓଭର କ୍ରିକେଟ ଖେଳୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?