Posted inଖେଳ

ଭାରତ ବିଶ୍ୱକପ୍‌ ଜିତିବା ନିଶ୍ଚିତ: କପିଲ ଦେବ

ନୂଆଦିଲ୍ଲୀ,୧୮।୯: ଏଥର ଭାରତରେ ବିଶ୍ୱକପ୍‌ ୨୦୨୩ ଆୟୋଜିତ ହେବ। ଏହି ଟୁର୍ନାମେଣ୍ଟ ୫ ଅକ୍ଟୋବରରୁ ଆରମ୍ଭ ହେଉଥିବା ବେଳେ ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ପ୍ରଶଂସକମାନେ ଆଶା କରୁଛନ୍ତି ଯେ ଟିମ ଇଣ୍ଡିଆ ନିଶ୍ଚିତ ଭାବରେ ୧୨ ବର୍ଷ ପରେ ବିଶ୍ୱକପ୍‌ ଟ୍ରଫି ଜିତିବାରେ ସଫଳ ହେବ। ତେବେ ପୂର୍ବତନ ଅଧିନାୟକ କପିଲ ଦେବ ବିଶ୍ୱକପ୍‌ରେ ଟିମ ଇଣ୍ଡିଆର ଜିତିବା ଆଶା ଉପରେ ନିଜର ମତ ରଖିଛନ୍ତି।

କପିଲ ଦେବ କହିଛନ୍ତି, ପ୍ରଥମେ ଆମର ପ୍ରାଥମିକତା ଟପ -୪ରେ ସ୍ଥାନ ପାଇବା ଉଚିତ୍‌। ବିଶ୍ୱକପ୍‌ ପରି ଏକ ବଡ଼ ଟୁର୍ନାମେଣ୍ଟରେ ଭାଗ୍ୟ ଆପଣଙ୍କ ସହ ରହିବା ଜରୁରୀ ଅଟେ। ତେବେ ଏହି ମୁହୂର୍ତ୍ତରେ ଆମେ କହିପାରିବା ଯେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ବିଶ୍ୱକପ୍‌ ପାଇଁ ମଜବୁତ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରୁ ଗୋଟିଏ। ଆମ ଦଳ ଭଲ ପ୍ରଦର୍ଶନ କରେ, ଏଥିରେ କୌଣସି ସନ୍ଦେହ ନାହିଁ । କିନ୍ତୁ ଏହି ମୁହୂର୍ତ୍ତରେ ହୃଦୟ ଅନ୍ୟ କିଛି କହୁଥିବାବେଳେ ମନ ଅନ୍ୟ କିଛି କହୁଛି। ମନ ଆମକୁ କହୁଛି ଯେ ଆମ ଦଳକୁ ବହୁତ କଠିନ ପରିଶ୍ରମ କରିବାକୁ ପଡିବ। ସେ ଆହୁରି ମଧ୍ୟ କହିଛନ୍ତି, ଆମ ଦଳକୁ ମୁଁ ଭଲ ଭାବେ ଜାଣିଛି। ଅନ୍ୟ ଦଳ ବିଷୟରେ ଅଧିକ ଜାଣେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri