ଗୋଟିଏ ଶୋ’ ପାଇଁ ଏତିକି ଟଙ୍କା ନିଅନ୍ତି କପିଲ ଶର୍ମା, ସହ-କଳାକାର

ମୁମ୍ବାଇ: ସୋନି ଟିଭିରେ ପ୍ରସାରିତ ହେଉଥିବା କପିଲ ଶର୍ମାଙ୍କ ଶୋ’ ଟେଲିଭିଜନ ଦୁନିଆରେ ସବୁଠୁ ପ୍ରିୟ କମେଡି ଶୋ’ ମଧ୍ୟରୁ ଗୋଟିଏ। ଏହି ଶୋ’ କେବଳ ଦେଶ ନୁହେଁ, ବିଦେଶରେ ମଧ୍ୟ ଲୋକେ ଦେଖିବାକୁ ପସନ୍ଦ କରନ୍ତି। ଶୋ’ରେ ବଡ଼ ବଡ଼ କଳାକାରମାନେ ପରଫରମାନ୍ସ କରିଥାନ୍ତି ଏବଂ ଦର୍ଶକଙ୍କ ମନୋରଞ୍ଜନ କରିଥାନ୍ତି। ମାତ୍ର ଆପଣ ଜାଣନ୍ତି କି ଏହି ଶୋ’ର ଗୋଟିଏ ଏପିସୋଡ୍‌ ପାଇଁ କଳାକାରମାନେ କେତେ ଟଙ୍କା ନିଅନ୍ତି। ଜାଣନ୍ତୁ ଏ ସମ୍ପର୍କରେ…
କପିଲ ଶର୍ମା:


ହୋଷ୍ଟ ଏବଂ ଲୋକପ୍ରିୟ ସିରିୟଲରେ ନିଜର କମେଡି ଦ୍ୱାରା ସମସ୍ତଙ୍କୁ ହସାଇ ହସାଇ ବେଦମ କରାଉଥିବା କମେଡି କିଙ୍ଗ୍‌ କପିଲ ଶର୍ମା ଆଜି ଘରେ ଘରେ ପରିଚିତ। ଏବେ କପିଲଙ୍କ ପାରିଶ୍ରମିକ
୩୦ରୁ ୩୫ ଲକ୍ଷ। କିନ୍ତୁ ଅପ୍‌କମିଂ ସିଜନ ପାଇଁ କପିଲ ଏହି ଫି’ ବଢ଼ାଇ ଦେଇଛନ୍ତି। କୁହାଯାଉଛି ପ୍ରତି ଏପିସୋଡ୍‌ରେ ସେ ୫୦ ଲକ୍ଷ ଟଙ୍କା ନେବେ।

ଅର୍ଚ୍ଚନା ପୂରଣ ସିଂହ:


କପିଲ ଶର୍ମା ତ କମେଡି କିଙ୍ଗ୍‌ ମାତ୍ର ଅର୍ଚ୍ଚନା ପୂରଣ ସିଂହ ହେଉଛନ୍ତି କମେଡି କୁଇନ୍‌। ଶୋ’ରେ ସେ ବଡ଼ ପଦବୀରେ ରହିଛନ୍ତି। ଅର୍ଚ୍ଚନା ମଝିରେ ମଝିରେ ପ୍ରଶଂସକଙ୍କୁ ମଜାକଥା କହି ହସାଇଥାନ୍ତି। ସେ ପ୍ରତି ଏପିସୋଡ୍‌ରେ ୧୦ ଲକ୍ଷ ଟଙ୍କା ପାରିଶ୍ରମିକ ନେଇଥାନ୍ତି।

ଭାରତୀ ସିଂହ:

କମେଡି ଦୁନିଆରେ ଭାରତୀଙ୍କ ବହୁତ ବଡ଼ ନାଁ। ସେ ପ୍ରତି ଶୋ’ରେ ୧୦ରୁ ୧୨ ଲକ୍ଷ ଟଙ୍କା ପାରିଶ୍ରମିକ ନେଇଥାନ୍ତି। ସେ ତିଲ୍‌ତି ଯାଦବ ଏବ କମ୍ମୋ ପିଉସୀ ଭୂମିକାରେ ନଜର ଆସିଥାନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ କରୋନା ମହାମାରୀ ଏବଂ କପିଲଙ୍କ ବ୍ୟକ୍ତିଗତ କାରଣରୁ ଶୋ’ଟି ବନ୍ଦ ରହିଛି। ତେବେ ଖୁବ୍‌ଶୀଘ୍ର ନୂଆ ରୂପରେ ଆସିବ ବୋଲି ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri