ନୂଆବର୍ଷରେ ଓଟିଟିରେ ଡେବ୍ୟୁ କରିବେ ସୋନାକ୍ଷି

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଏଣ୍ଟରଟେନମେଣ୍ଟ ଇଣ୍ଡଷ୍ଟ୍ରି ବହୁ କ୍ଷତି ସହିଥିବା ବେଳେ ଏବେ ପୁଣିଥରେ ଅଣ୍ଟା ସଳଖିବାକୁ ଚେଷ୍ଟା କରୁଥିଲା । ହେଲେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ପୁଣିଥରେ ଏହା ଉପରେ ଦାଉ ସାଧିଲାଣି । ଓମିକ୍ରନର ଦ୍ରୁତ ସଂକ୍ରମଣକୁ ଦେଖି ଅଧିକାଂଶ ରାଜ୍ୟରେ ଥିଏଟର ବନ୍ଦ କରିବାକୁ ସରକାର ନିର୍ଦ୍ଦେଶ ଦେଇ ସାରିଲେଣି । ଆଉ ନୂଆ ବର୍ଷକୁ ଲକ୍ଷ୍ୟ ରଖି ଏବେ ସେଲିବ୍ରିଟିଙ୍କ ପାଇଁ ସବୁଠାରୁ ଭଲ ବିକଳ୍ପ ପାଲଟିଛି ଓଟିଟି ପ୍ଲାଟଫର୍ମ । ୨୦୨୨ରେ ଓଟିଟି ପ୍ଲାଟଫର୍ମରେ କପିଲ ଶର୍ମାଙ୍କଠାରୁ ଆରମ୍ଭ କରି ସୋନାକ୍ଷି ସିହ୍ନାଙ୍କ ପର୍ଯ୍ୟନ୍ତ କେତେଜଣ ସେଲିବ୍ରିଟି ଡେବ୍ୟୁ କରିବାକୁ ଯାଉଛନ୍ତି । ଏହି ତାଲିକାରେ ରହିଛନ୍ତି, କପିଲ, ଶର୍ମା, ମାଧୁରୀ ଦିକ୍ଷିତ, ନାଗା ଚୈତନ୍ୟ, ଅଜୟ ଦେବଗନ, ସୋନକ୍ଷି ସିହ୍ନା ଇତ୍ୟାଦି ।
ମାଧୁରି ‘ଫାଇଣ୍ଡି ଅନାମିକା’ସହ ନେଟଫ୍ଲିକ୍ସରେ ପୁଣିଥରେ ଦମଦାର ରିଟର୍ଣ୍ଣ କରିବାକୁ ଯାଉଛନ୍ତି । ଏହି ସିରିଜରେ ଜଣେ ସୁପରଷ୍ଟାର ଏଣେତେଣେ ବୁଲୁଥିବା ବେଳେ ଅକସ୍ମାତ ନିଖୋଜ ହୋଇ ଯାଉଛନ୍ତି । ଆଉ ଯେତେବେଳେ ପୋଲିସ ଓ ତାଙ୍କ ପ୍ରଶଂସକ ତାଙ୍କୁ ଖୋଜୁଛନ୍ତି ସେତବେଳେ ଅନେକ ରାଜ ଖୋଲୁଛି ।
୨୦୨୨ରେ କମେଡି କିଙ୍ଗ କପିଲ ଶର୍ମା ବି ଓଟିଟିରେ ଆସୁଛନ୍ତି । ଏହା ଏକ ଫିଲ୍ମ ହୋଇପାରେ ଏକ ସିରିଜ ବି ହୋଇପାରେ ।
ଏକ ୱେବ ସିରିଜ ମାଧ୍ୟମରେ ଶିଳ୍ପା ସେଟ୍ଟି ବି ୨୦୨୨ରେ ଓଟିଟିରେ ଆସୁଥିବା ଜଣାପଡିଛି । କିଛିଦିନ ପୂର୍ବେ ସେ ଏକ ସାକ୍ଷାତ୍ କାରରେ ଏହା କହିଥିଲେ ।
ବଲିଉଡ୍ ଦବଙ୍ଗ ଗର୍ଲ ସୋନାକ୍ଷି ସିହ୍ନା ଆସନ୍ତା ବର୍ଷ ଆମଜନ ପ୍ରାଇମ ଭିଡିଓ ୱେବ ସିରିଜରେ ନଜର ଆସିବେ ବୋଲି ଜଣାପଡିଛି । ଏଥିରେ ସେ ଜଣେ ପୋଲିସ ଭୂମିକାରେ ଦେଖାଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri