ବଜାରରେ କପିଳାର ନୂଆ ଏଚ୍‌ପିଏଫ୍‌

ଭୁବନେଶ୍ୱର ,୨୭।୧୦ (ଅଭୟ ଦାଶ):ଦେଶର ପ୍ରମୁଖ ପଶୁଦାନା ଉତ୍ପାଦକ କାମଧେନୁ କ୍ୟାଟେଲ ଫିଡ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଅଗ୍ରଣୀ ବ୍ରାଣ୍ଡ୍‌ କପିଳା ପଶୁ ଆହାରର ନୂତନ ଉତ୍ପାଦ ‘ହାଇ ପ୍ରୋଟିନ୍‌ ଆଣ୍ଡ ଫ୍ୟାଟ୍‌’(ଏଚ୍‌ପିଏଫ୍‌)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଉକ୍ତ ଉତ୍ପାଦ ପଶୁମାନଙ୍କ ପାଇଁ ବେଶ୍‌ ଉପକାରୀ ହୋଇଥିବାବେଳେ ପ୍ରୋଟିନ୍‌ ୨୫% ଏବଂ ଫ୍ୟାଟ୍‌ ୫%ରୁ ଅଧିକ ଉପଲବ୍ଧ ରହିଛି। ଏ ସମ୍ପର୍କରେ କାମଧେନୁ କ୍ୟାଟେଲ ଫୁଡ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ସୁରେନ୍ଦ୍ର ଶିବହରେ କହିଥିଲେ, ବ୍ରାଣ୍ଡର ଏହା ହେଉଛି ଏକ ପ୍ରିମିୟମ ପଶୁଖାଦ୍ୟ। ଏଥିରେ ଅନେକ ପ୍ରକାର ଉପାଦାନ ଅନ୍ତର୍ଭୁକ୍ତ ରହିଛି, ଯାହା ସବୁ ବର୍ଗର ପଶୁଙ୍କ ପାଇଁ ବେଶ୍‌ ଉପଯୋଗୀ ଓ ଲାଭଦାୟକ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ କମ୍ପାନୀର ପ୍ରମୁଖ ଉତ୍ପାଦ କପିଳା ସୁପର, ଭେଁସ୍‌ ସ୍ପେଶାଲ, ହାଇ ପ୍ରୋ, ସନ୍ତୁଳିତ ଡେଏରି ସ୍ପେଶାଲ ଭଳି ଅନେକ ପ୍ରଡକ୍ଟ ବଜାରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ଦେଶରେ ବନ୍ଦ ହୋଇଯିବ ATM? ଆଉ ମିଳିବନି କ୍ୟାଶ୍‌!

ନୂଆଦିଲ୍ଲୀ,୫।୬: ଆମକୁ ଯେତେବେଳେ ବି କ୍ୟାଶ (ନଗଦ ଟଙ୍କା) ର ଆବଶ୍ୟକତା ପଡ଼ିଥାଏ, ଆମେ ଏଟିଏମ (ATM) ଯାଇ ତୁରନ୍ତ ବାହାର କରିନେଇଥାଉ। କିନ୍ତୁ ଏବେ ସମସ୍ୟା…

ସାଧାରଣ ଲୋକଙ୍କ ପକେଟ ଉପରେ ପଡିବ ମହଙ୍ଗା ମାଡ଼: ବଢ଼ିବ ମୁଦ୍ରାସ୍ଫୀତି, ଚମକାଇଲା RBIର ଆକଳନ

ନୂଆଦିଲ୍ଲୀ,୫।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା ରେପୋ ହାର ଉପରେ ତାଙ୍କର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏଥର, ରିଜର୍ଭ ବ୍ୟାଙ୍କ ରେପୋ ହାରକୁ…

ବଢ଼ିବନି ହୋମ କିମ୍ବା କାର୍‌ ଲୋନ୍‌ EMI; ଆରବିଆଇର ବଡ଼ ନିଷ୍ପତ୍ତି: ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

ନୂଆଦିଲ୍ଲୀ,୫।୬: ରିଜର୍ଭ ବ୍ୟାଙ୍କ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ନେତୃତ୍ୱରେ ତିନି ଦିନ ଧରି ଚାଲିଥିବା ମନିଟାରୀ ପଲିସି କମିଟି (MPC) ବୈଠକ ପରେ ରେପୋ ରେଟ୍‌ ଉପରେ…

କୋର୍ଟ ମ୍ୟାରେଜ୍‌ କରୁଛନ୍ତି କି? ଜାଣନ୍ତୁ କେତେ ଟଙ୍କା ଖର୍ଚ୍ଚ ହୁଏ…

ନୂଆଦିଲ୍ଲୀ,୪।୬: ଆମ ମଧ୍ୟରୁ ଅନେକ ଲୋକ କୋର୍ଟ ମ୍ୟାରେଜ (Court Marriage) କରିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଯଦି ଆପଣ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri