ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରିଥିଲା। ସୂଚନାଯୋଗ୍ୟ, ଗତ କିଛି ଦିନରୁ ଅଭିନେତା କରନ ଓ ନିଶା ରାଓ୍ବଲଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବା ନେଇ ଖବର ଆସିଥିଲା। କିନ୍ତୁ ଏହି ଅଭିଯୋଗକୁ ଦୁହେଁ ଖଣ୍ଡନ କରିଥିଲେ। ହେଲେ ସୋମବାର କରନ ନିଶାଙ୍କ ସହ ମାରପିଟ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ନିଶା ଗୋରେଗାଓଁ ପୋଲିସ ଥାନାରେ ଏକ ମାମଲା ରୁଜୁ କରିଥିଲେ। ଏହାପରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରି ବୟାନ ରେକର୍ଡ କରିଥିଲା। ତେବେ କିଛି ସମୟ ପରେ କରନଙ୍କୁ ପୋଲିସ ଛାଡ଼ିଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଭଳି ହେବ ଭିକି- କାଟ୍ରିନାଙ୍କ ଗ୍ରାଣ୍ଡ୍‌ ଏଣ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଆଜି ହାତକୁ ଦି’ହାତ ହେବାକୁ ଯାଉଛନ୍ତି। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ହୋଇସାରିଛି।...

ଗୁଜରାଟ ନିର୍ବାଚନ : ୧୮ ଗ୍ରାମବାସୀ ଭୋଟ ଦେବାକୁ ମନାକଲେ, ‘ଟ୍ରେନ ନାହିଁ ତ ଭୋଟ ନାହିଁ’…

ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନରେ ନଭସାରୀ ବିଧାନସଭାର ୧୮ ଟି ଗାଁର ଲୋକମାନେ ସମସ୍ତ ରାଜନୈତିକ ଦଳର ଚିନ୍ତା ବଢ଼ାଇଛନ୍ତି। ଏହି ଗ୍ରାମବାସୀ ନିର୍ବାଚନରେ...

ୟୁପିରେ ଏଣେତେଣେ ପୋତା ଯାଉଛି କୋଭିଡ୍‌ ଆକ୍ରାନ୍ତଙ୍କ ମୃତଦେହ

ଉନ୍ନାଓ,୧୩।୫: ଉତ୍ତର ପ୍ରଦେଶରେ ଭୟଙ୍କର ହେଲାଣି କୋଭିଡ୍‌-୧୯ ସ୍ଥିତି। ଭାଇରସ ଜନିତ ମୃତକଙ୍କ ଶବଦାହ ପାଇଁ ଯାଗା ନାହିଁ ଶବଦାହ କେନ୍ଦ୍ରରେ। ଗଙ୍ଗା ନଦୀରେ ମୃତଦେହ...

ବୋଧଗୟାରେ ୧୧, ଦିଲ୍ଲୀରେ ୪ କୋଲକାତାରେ ୨ ବିଦେଶୀ ନାଗରିକ କରୋନା ପଜିଟିଭ, ଜିନୋମ ସିକ୍ୱୋନସିଂ ପାଇଁ ପଠାଗଲା ସାମ୍ପଲ

ନୂଆଦିଲ୍ଲୀ,୨୭ ।୧୨: ବିଶ୍ୱର କିଛି ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ ଭାରତରେ ବି ସତର୍କତା ଜାରି ରହିଛି...

୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…

ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ...

କଂଗ୍ରେସ ନେତାଙ୍କୁ ଝଟକା, ନିର୍ବାଚନ ମଣ୍ଡଳି ଗସ୍ତ ଉପରେ ରୋକ ଲଗାଇଲେ କୋର୍ଟ

ନୂଆଦିଲ୍ଲୀ,୧୮।୪: କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନେତାଙ୍କୁ ବଡ ଝଟକା ଲାଗିଛି। କର୍ନାଟକର ସ୍ପେଶାଲ କୋର୍ଟ କଂଗ୍ରେସର ଜଣେ ନେତାଙ୍କୁ ତାଙ୍କ ନିଜ ବିଧାନସଭା...

ପ୍ରୟାଗରାଜରେ ହାଇଆଲର୍ଟ

ପ୍ରୟାଗରାଜ/ଲକ୍ଷ୍ନୌ,୧୭ା୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅମଳରେ ଏନ୍‌କାଉଣ୍ଟରରେ ୧୮୩ ଜଣଙ୍କୁ ହତ୍ୟା କରାଗଲାଣି। ମୃତକଙ୍କ ମଧ୍ୟରେ ଉମେଶ ପାଲ୍‌ଙ୍କ ହତ୍ୟା ଅଭିଯୁକ୍ତ ଅସଦ୍‌...

ପଳାତକ ଅମୃତପାଲଙ୍କ ନୂଆ ସିସିଟିଭି ଭିଡିଓ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୧।୪:ପଳାତକ ଖଲିସ୍ତାନି ସମର୍ଥକ ଅମୃତପାଲ ସିଂଙ୍କ ପଳାୟନର ଆଉ ଏକ ନୂଆ ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଭିଡିଓଟି ୨୯...

Advertisement
Archives

Model This Week