କାଜଲଙ୍କ ରୂପରେ ଏହି ଗୀତରେ ନାଚୁଛନ୍ତି କରଣ, ଭିଡିଓ ଭାଇରାଲ

ମୁମ୍ବାଇ: ଫିଲ୍ମ ନିର୍ମାତା କରଣ ଜୋହର ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ସେ କହିଥିଲେ, ପିଲାମାନଙ୍କ ଉପରେ ତାଙ୍କର ପ୍ରଥମ ପୁସ୍ତକ ଲେଖିବାକୁ ଯାଉଛନ୍ତି। କରଣଙ୍କ ଏହି ଟୁଇଟ୍‌ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଶଂସକଙ୍କ ସହ ଫିଲ୍ମ ଜଗତର କଳାକାରମାନେ ମଧ୍ୟ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ବର୍ତ୍ତମାନ କରଣଙ୍କ ଆଉ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କରଣ କାଜଲଙ୍କ ରୂପରେ ନାଚୁଥିବାର ନଜର ଆସିଛନ୍ତି। ଏହି ଭିଡିଓଟି ଶାହାରୁଖ୍‌ ଖାନ୍‌ ଏବଂ କାଜଲଙ୍କ ଅଭିନୀତ ଫିଲ୍ମ ‘ଦିଲ୍‌ଓ୍ବାଲେ ଦୁଲ୍‌ହାନିଆ ଲେ ଯାଏଙ୍ଗେ’ର ଏକ ଗୀତର ଦୃଶ୍ୟ। ‘ମେରେ ଖାବୋମେ ଜୋ ଆୟେ’ ଗୀତରେ ଚାଚୁଛନ୍ତି। କରଣ ଅବିକଳ କାଜଲଙ୍କ ପରି ସଜେଇ ହୋଇଛନ୍ତି। ୟୁଜରମାନେ ମଧ୍ୟ କରଣଙ୍କ ଏହି ଭିଡିଓରେ ମଜାଳିଆ କମେଣ୍ଟ ସବୁ ଦେଇଛନ୍ତି।


ପିଲାମାନଙ୍କ ଉପରେ ପ୍ରଥମ ପୁସ୍ତକ ଲେଖିବା ବିଷୟରେ ସୂଚନା ଦେବାବେଳେ କରଣ ଟୁଇଟଥ କରି କହିଛନ୍ତି, ‘ମୁଁ କିଛି ରୋମାଞ୍ଚକର ବିଷୟ ବାଣ୍ଟିବାକୁ ଚାହେଁ’। ପିଲାମାନଙ୍କ ପାଇଁ ମୋର ପ୍ରଥମ ପୁସ୍ତକ।’ କରଣଙ୍କ ପ୍ରଶଂସକମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କର ଦୁଇ ପିଲାଙ୍କ ଉପରେ ଏହି ପୁସ୍ତକ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri