ବେକରେ ବ୍ୟାଣ୍ଡେଜ୍‌କୁ ନେଇ ଟ୍ରୋଲ ହେଉଛନ୍ତି କରନ୍‌ ଜୋହର

ବମ୍ବେ: ହାତକୁ ଦୁଇହାତ ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ କଳାକାର ଯୋଡି ସିଦ୍ଧାର୍ଥ ମଲହୋତ୍ରା- କିଆରା ଆଡଭାଣୀ। ଏହି ବିବାହରେ ଅନେକ ବଲିଉଡ୍‌ କଳାକାର ଅତିଥି ଭାବେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଫିଲ୍ମନିର୍ମାତା କରନ୍‌ ଜୋହର। ବିବାହ ଲାଗି ସେ ଫେବୃୟାରୀ ୫ରେ ଜୈସଲମେରରେ ପହଞ୍ଚିଥିଲେ। ମଙ୍ଗଳବାର ବିବାହ ସମ୍ପନ୍ନ ହେବା ପରେ କରନ୍‌ ମୁମ୍ବାଇ ଫେରିଛନ୍ତି। ତେବେ ବିମାନବନ୍ଦରରେ ତାଙ୍କର କିଛି ଫଟୋ ଭାଇରାଲ ହେବା ପରେ ସେ ଟ୍ରୋଲ ହେଉଛନ୍ତି।

ଭାଇରାଲ ଫଟୋରେ କରନ୍‌ ବେକରେ ବ୍ୟାଣ୍ଡେଜ ଲଗାଇଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ତାଙ୍କୁ ପ୍ରଶ୍ନ କରାଯାଉଛି। ଜୈସଲମେରରେ ଏଭଳି କ’ଣ ହୋଇଥିଲା ଯେ ବ୍ୟଣ୍ଡେଜ୍‌ ଲଗାଇବାକୁ ପଡ଼ିଛି ବୋଲି ଜଣେ କହିଛନ୍ତି। ଅନ୍ୟଜଣେ କରନ୍‌ଙ୍କୁ ଲଭ୍‌ବାଇଟ୍‌ ଲୁଚାଇବାର ଚେଷ୍ଟା କରିଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି। ସେହିଭଳି ଆଉଜଣେ କରନ କ’ଣ ବିବାହରେ ବାସନ ମାଜୁଥିଲେ ବୋଲି ପ୍ରଶ୍ନ କରିଛନ୍ତି। ହେଲେ କରନ୍‌ଙ୍କ ଏସବୁ ପ୍ରଶ୍ନରେ କୌଣସି ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri