ନୂଆ ଲୁକ୍‌ରେ କରଣ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରଣ ଜୋହର ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ପ୍ରଂଶସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ସେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଯାହା ଖୁବ୍‌ ଭାଇରାଲ ହୋଇଥାଏ। ଏବେ ସେ ତାଙ୍କ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କରଣ ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ଲୁକ୍‌କୁ କପି କରିଛନ୍ତି।

କରଣ ତାଙ୍କ ଇନ୍‌ଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି। ସେ ନିଜକୁ ରଣବୀର ସିଂଙ୍କ ସହ ତୁଳନା କରିଛନ୍ତି। ଏହି ଫଟୋରେ କରଣ ବିଳାସପୂର୍ଣ୍ଣ ଫ୍ୟାଶନ ବ୍ରାଣ୍ଡ ଗୁଚିଙ୍କ ଆଉଟ୍‌ଫିଟ୍‌ରେ ନଜର ଆସିଛନ୍ତି। ଶେୟାର ହୋଇଥିବା ଫଟୋରେ କରଣ ଏକ କଳା ଏବଂ ଧଳା ଚଷମାରେ ନଜର ଆସିଛନ୍ତି।

ଏହା ସହିତ ସେ ନିଜ ଲୁକ୍‌ ପାଇଁ ହେୟାର ଷ୍ଟାଇଲ, ଫଟୋଗ୍ରାଫର ଏବଂ ଷ୍ଟାଇଲିଷ୍ଟଙ୍କୁ ମଧ୍ୟ ଶ୍ରେୟ ଦେଇଛନ୍ତି। ସେଗୁଡ଼ିକୁ ତାଙ୍କ ପୋଷ୍ଟରେ ଟ୍ୟାଗ୍‌ କରିଛନ୍ତି। ଅନେକ ସେଲିବ୍ରିଟିଙ୍କ ପ୍ରତିକ୍ରିୟା ଏବେ କରଣ ଜୋହରଙ୍କ ଏହି ଲୁକ୍‌ ଉପରେ ଆସୁଛି। ଗଜରାଜ ରାଓଙ୍କଠାରୁ ଆରମ୍ଭ କରି ଅନ୍ୟାନ୍ୟ ସେଲିବ୍ରିଟିମାନେ କରଣଙ୍କ ଲୁକ୍‌ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏଥିସହିତ କିଛି ୟୁଜର କହିଛନ୍ତି, ରଣବୀର ସିଂ ଏବଂ ବାଦଶାହଙ୍କ ଅପେକ୍ଷା କରଣ ଜୋହର ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri