ସାମ୍ନାକୁ ଆସିଲା ‘ରକି ଔର ରାନୀ କି ପ୍ରେମ କାହାନୀ’ର ରିଲିଜ୍‌ ଡେଟ୍‌

ମୁମ୍ବାଇ : କରଣ ଜୋହରଙ୍କ ଫିଲ୍ମ‘ରକି ଔର ରାନୀ କି ପ୍ରେମ କାହାନୀ’ର ରିଲିଜ୍‌ ଡେଟ୍‌ ସାମ୍ନାକୁ ଆସିଲା। ଅଭିନେତା ରଣବିର ସିଂହ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଅଭିନୀତ ଏହି ଫିଲ୍ମଟି ୨୦୨୩ ଫେବୃୟାରୀ ୧୦ ରିଲିଜ୍‌ ହେବାକୁ ଯାଉଛି । ସୋସିଆଲ ମିଡିଆ ମାଧ୍ୟମରେ କରଣ ଜୋହର ଏହାର ଘୋଷଣା କରିଛନ୍ତି। କରଣ ଲେଖିଛନ୍ତି ଯେ, ‘ ୭ ବର୍ଷ ପରେ, ମତେ ଏଠାକୁ ଆସି, ଏହା ଘୋଷଣା କରିବା ବହୁତ ଖୁସି ଲାଗୁଛି କି, ମୋ ଆଗାମୀ ଫିଲ୍ମ‘ରକି ଔର ରାନୀ କି ପ୍ରେମ କାହାନୀ’ ଏକ ପାରିବାରିକ କାହାଣୀ ଉପରେ ଆଧାରିତ ପ୍ରେମ କାହାଣୀ ହେବ ।  ତେବେ ଏବେ ଏହି ଫିଲ୍ମର ଶୁଟିଂ ଚାଲିଛି । ଯାହାର କିଛି ଫଟୋ ମଧ୍ୟ ସାମ୍ନାକୁ ଆସିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri