ସୁଶାନ୍ତଙ୍କ ମୃତ୍ୟୁର ଦୁଇ ମାସ ପରେ ସୋସିଆଲ ମିଡିଆକୁ ପୁଣି ଫେରିଲେ ଏହି ନିର୍ଦ୍ଦେଶକ, ଶେୟାର କଲେ ଏଭଳି ପୋଷ୍ଟ

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୁଇ ମାସରୁ ଅଧିକ ସମୟ ବିତିସାରିଛି। ଜୁନ୍‌ ୧୪ରେ ମୁମ୍ବାଇସ୍ଥିତ ନିଜ ଆପାର୍ଟମେଣ୍ଟରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଅପରପକ୍ଷେ ଅଭିନେତାଙ୍କ ମୃତ୍ୟୁର କାରଣ ନପୋଟିଜିମ୍‌(ବଂଶବାଦ) ବୋଲି ଚର୍ଚ୍ଚା ହୋଇଥିଲା। ଏହାକୁ ନେଇ ଷ୍ଟାର କିଡ୍ସଙ୍କ ସମେତ ନିର୍ଦ୍ଦେଶକ କରନ୍‌ ଜୋହର ଟ୍ରୋଲ ହୋଇଥିଲେ। ଲଗାତାର ଟ୍ରୋଲ ହେବା ପରେ ସେ ସୋସିଆଲ ମିଡିଆରୁ ଦୂରେଇ ଯାଇଥିବା ବେଳେ ଏବେ ପୁଣି ସେ ଫେରିଛନ୍ତି।

ଶନିବାର କରନ୍‌ ନିଜର ଇନ୍‌ଷ୍ଟା ପୃଷ୍ଠାରେ ସ୍ବାଧୀନତା ଦିବସକୁ ନେଇ ଏକ ପୋଷ୍ଟ କରିଛନ୍ତି। ତ୍ରିରଙ୍ଗା ଫଟୋ ଶେୟାର କରି ସେ କହିଛନ୍ତି, ‘ଆମ ମହାନ ଦେଶ.. ସଂସ୍କୃତି, ଇତିହାସର ଗନ୍ତାଘର। ସମସ୍ତଙ୍କୁ ଏହି ଦିବସର ଶୁଭକାମନା। ଜୟ ହିନ୍ଦ।’ ଏହା ପରେ ଅଭିନେତାମାନେ ପୋଷ୍ଟରେ କମେଣ୍ଟ ଦେଇଛନ୍ତି।

କହିରଖୁଛୁ ସୁଶାନ୍ତଙ୍କ ମୃତ୍ୟୁ ପରେ କରନ୍‌ ଉଭୟଙ୍କ ଫଟୋ ପୋଷ୍ଟ କରି ଏକ ଭାବବିହ୍ବଳ ପୋଷ୍ଟ ଲେଖିଥିଲେ। ହେଲେ ଟ୍ରୋଲ ହେବା ପରେ ସେ ଦୁଃଖିତ ଥିବା କରନଙ୍କ ଜଣେ ବନ୍ଧୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri