ବିଗ ବି ଙ୍କ ମା’ ଭୂମିକାରେ ଅଭିନୟ କରିଛନ୍ତି ରେଖା, ଟାଇଗରଙ୍କ ଏମିତି ଉତ୍ତରରେ ଚମକି ପଡିଲେ କରନ

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ ନିର୍ଦ୍ଦେଶକ କରନ ଜୋହରଙ୍କ ଶୋ’ ‘କଫି ୱିଥ କରନ’ । ନିକଟରେ ଏହି ଶୋ’ର ଅତିଥି ସାଜିଥିଲେ ବଲିଉଡ ନାୟକ ଟାଇଗର ଶ୍ରଫ ଓ କ୍ରିତି ସାନନ । ଏବେ ଏହି ଏପିସୋଡଟି ଆସିଛି ଚର୍ଚ୍ଚାକୁ । କାରଣ ଏଥିରେ ଟାଇଗର ଏମିତି ଏକ ବ୍ଲଣ୍ଡର କରିଛନ୍ତି ଯାହାକୁ ଶୁଣିବା ପରେ କରନ ଜୋହର ବି ଚମକି ପଡିଥିଲେ ।
ଏହି ଏପିସୋଡର ଫାଇନାଲ ଗେମରେ କରନ ଉଭୟ ଟାଇଗର ଓ କ୍ରିତିଙ୍କ ପାଇଁ ଏକ ପ୍ରଶ୍ନ ରଖିଥିଲେ । ତାହା ଥିଲା ମେଗାଷ୍ଟାର ଅମିତାଭ ବର୍ଚ୍ଚନଙ୍କ ଅଭିନୀତ ଏକ ଫିଲ୍ମରେ କେଉଁ ବଲିଉଡ ଅଭିନେତ୍ରୀ ଉଭୟ ଅମିତାଭଙ୍କ ମା’ ଓ ପ୍ରେମିକା ଭୂମିକାରେ ଅଭିନୟ କରିଛନ୍ତି । ଟାଇଗର ତୁରନ୍ତ ବଜର ଦବାଇ ଉତ୍ତର ଦେଇଥିଲେ ରେଖା ମ୍ୟାମ । ଆଉ ଏହା ଶୁଣିବା ପରେ କରନ ଚମକି ପଡିଥିଲେ । ଏହାର ଉତ୍ତରରେ କରନ ସାଙ୍ଗେ ସାଙ୍ଗେ କହିଥିଲେ ରେଖା ମ୍ୟାମ ନୁହେଁ ୱାହିଦା ରହମନ ଓ ରାକ୍ଷୀ ହେଉଛି ସଠିକ ଉତ୍ତର । ଟାଇଗର ଏହି କୁଇଜ ରାଉଣ୍ଡରେ ହାରି ଯାଇଥିଲେ ।
ସୂଚନାଯୋଗ୍ୟ, କ୍ରିତି-ଟାଇଗର ୨୦୧୪ରେ ଫିଲ୍ମ ‘ହିରୋପନ୍ଥି’ରେ ବଲିଉଡ ଡେବ୍ୟୁ କରିଥିଲେ । ଏବେ ଏମାନେ ପୁଣିଥରେ ସ୍କ୍ରିନ ଶେୟାର କରିବାକୁ ଆସୁଛନ୍ତି ମୁଭି ‘ଗନପଥ‘ରେ । ଏହା ହେଉଛି ଏକ ଆକ୍ସନ ଥ୍ରିଲର ଫିଲ୍ମ । ଆଉ ଏହାର ନିର୍ଦ୍ଦେଶନା ଦେଇଛନ୍ତି ବିକାଶ ବେହେଲ । ଅମିତାଭ ବଚ୍ଚନ ବି ଏହି ଫିଲ୍ମରେ ଏକ କୋମୋ ଆପିୟରାନ୍ସରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?