ଜନ୍ମଦିନରେ ବଡ଼ ଘୋଷଣା କଲେ କରଣ

ବଲିଉଡ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ନିର୍ଦ୍ଦେଶକ କରଣ ଜୋହର ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଜନ୍ମଦିନରେ ସେ ଦୁଇଟି ନୋଟ ଶେୟାର କରିଛନ୍ତି। ପ୍ରଥମ ନୋଟରେ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ୨୭ ବର୍ଷର ସୁନ୍ଦର ଯାତ୍ରା ବାଣ୍ଟିଛନ୍ତି, ଦ୍ୱିତୀୟ ନୋଟରେ ସେ ତାଙ୍କର ପରବର୍ତ୍ତୀ ପ୍ରୋଜେକ୍ଟ ଏବଂ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାଣୀ’ର ରିଲିଜ୍‌ ତାରିଖ ପ୍ରକାଶ କରିଛନ୍ତି।
ଜୋହର ଗତ ୨୭ ବର୍ଷ ମଧ୍ୟରେ ଅନେକ ସୁପରହିଟ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି। ସେ ପ୍ରାୟତଃ ରୋମାଣ୍ଟିକ୍‌ ଏବଂ ପାରିବାରିକ ଫିଲ୍ମ କରନ୍ତି। କିନ୍ତୁ ପ୍ରଥମଥର ପାଇଁ ସେ ଏପ୍ରିଲ ୨୦୨୩ରୁ ଆକ୍ସନ ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। କରଣ ତାଙ୍କର ଆଗାମୀ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାଣୀ’ ଫେବୃଆରୀ ୧୦, ୨୦୨୩ର ରିଲିଜ ହେବ ବୋଲି କହିଛନ୍ତି।
କରଣ ଜୋହର ‘କୁଛ କୁଛ ହୋତା ହୈ’ ଫିଲ୍ମରେ ନିର୍ଦ୍ଦେଶକ ଭାବରେ ଡେବ୍ୟୁ କରିଥିଲେ। ‘ମେଁ ହୁଁ ନା’, ‘କେସରି’, ‘ଦିଲୱାଲେ ଦୁଲ୍‌ହନିଆ ଲେ ଜାୟେଙ୍ଗେ’, ‘ଶେର୍‌ ଶାହା’, ‘୨ ଷ୍ଟେଟ୍ସ’, ‘ଷ୍ଟୁଡେଣ୍ଟ୍‌ ଅଫ୍‌ ଦ ଇୟର୍‌’, ‘କଭି ଖୁସି କଭି ଗମ୍‌’ ଏବଂ ‘ଏ ଦିଲ୍‌ ହୈ ମୁସ୍କିଲ୍‌’ ଭଳି ଅନେକ ସୁପରହିଟ ଫିଲ୍ମ ନିର୍ମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri