ପଦାରେ ପଡ଼ିଲା କାର୍ତ୍ତିକ-କରନଙ୍କ ସମ୍ପର୍କ

ମୁମ୍ବାଇ,୧୭।୪: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ କରନ ଜୋହର ଓ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ସମ୍ପର୍କରେ ଏବେ ଫାଟ ସୃଷ୍ଟି ହୋଇଛି। ଦୁଇଜଣଙ୍କ ଭିତରେ ଥିବା ତିକ୍ତତା ଏବେ ପଦାରେ ପଡ଼ିଛି। ଫିଲ୍ମରୁ କାର୍ତ୍ତିକଙ୍କୁ ବାହାର କରିବା ପରେ କରନ ଏବେ ସୋସିଆଲ ମିଡିଆରେ ତାଙ୍କଠାରୁ ଦୂରେଇ ଯାଇଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, କରନଙ୍କ ଧର୍ମା ପ୍ରଡକ୍ସନର ଅପ୍‌ କମିଂ ଫିଲ୍ମ ଦୋସ୍ତାନା-୨ର ପ୍ରଜୋକ୍ଟରୁ କାର୍ତ୍ତିକଙ୍କୁ କରନ ବାହାର କରିଦେଇଛନ୍ତି। କେବଳ ସେତିକି ନୁହେଁ ନିଜ ପ୍ରୋଜେକ୍ଟରୁ ବାହାର କରିବା ପରେ କରନ ଏବେ ତାଙ୍କୁ ଇନ୍‌ଷ୍ଟାଗ୍ରାମରେ ବି ଅନଫଲୋ କରିଥିବା ଦେଖିବାକୁ ମିଳିଛି। ହେଲେ କାର୍ତ୍ତିକ ଏବେ ବି କରନଙ୍କ ଫଲୋ କରୁଛନ୍ତି। ସୂଚନା ମୁତାବକ ଫିଲ୍ମ ଦୋସ୍ତାନା-୨ପାଇଁ କାର୍ତ୍ତିକ ୨୦ ଦିନର ଶୁଟିଂ କରିଥିଲେ। ହେଲେ ଫିଲ୍ମର ସେକେଣ୍ଡ ପାର୍ଟର ସ୍କ୍ରିପ୍ଟ ତାଙ୍କୁ ପସନ୍ଦ ଆସି ନ ଥିବାରୁ ସେ ପ୍ରୋଜେକ୍ଟରୁ ଓହରିଯାଇଥିଲେ। ଏହାପରେ କରନ କାର୍ତ୍ତିକଙ୍କୁ ପିଲ୍ମରେ ରିପ୍ଲେସ୍‌ କରିଦେଇଥିବା ଖବର ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?