ଓଡ଼ିଆ ସିନେମା ‘ବୋଉ ବୁଟୁ ଭୁତ’ର ହିନ୍ଦୀ ରିମେକ କରିବେ କରନ ଜୋହର

ଭୁବନେଶ୍ୱର,୨୩ା୯: ଶେଷରେ ଓଡ଼ିଆ ସିନେମା ଇଣ୍ଡଷ୍ଟ୍ରି କଣ୍ଟେଣ୍ଟ ଉପରେ ପଡିଛି ବଲିଉଡ ନଜର। ଓଡ଼ିଆରେ ସର୍ବାଧିକ ଆୟ କରିଥିବା ସିନେମା ‘ବୋଉ ବୁଟୁ ଭୁତ’ର ରିମେକ ରାଇଟ୍ସ କରନ ଜୋହରଙ୍କ ଧର୍ମା ପ୍ରଡକ୍ସନ୍ସ କିଣିବାର ପ୍ରକ୍ରିୟାରେ ଆରମ୍ଭ କରିଛି। କୋମଲ ନହଟାର ‘ଫିଲ୍ମ ଇନ୍ଫର୍ମେସନ୍’ ମ୍ୟାଗାଜିନରେ ପ୍ରକାଶିତ ନୋଟିସ୍‌ରେ ଧର୍ମାର ମୁଖ୍ୟ ଆଇନୀ ଅଧିକାରୀ ରଖୀ ବାଜପେୟୀ ତିୱାରୀ ଏହା ଘୋଷଣା କରିଛନ୍ତି।

୨୦୨୫ରେ ଜୁନ୍‌ ୧୨ରେ ରିଲିଜ୍‌ ହୋଇଥିବା ଏହି ହରର୍-ଥ୍ରିଲର୍-କମେଡି ସିନେମାରେ ବାବୁଶାନ ମହାନ୍ତି, ଆର୍ଚିତା ସାହୁ ଓ ଅପରାଜିତା ମହାନ୍ତି ଅଭିନୟ କରିଛନ୍ତି। ରାଇଟ୍ସ ସମସ୍ତ ଭାରତୀୟ ଓ ବିଶ୍ୱର ବିଭିନ୍ନ ଭାଷାରେ ରିମେକ, ଡବିଂ, ସବଟାଇଟଲ୍‌ ସମେତ ସମସ୍ତ ମିଡ଼ିଆରେ ସ୍ଥାୟୀ ଅଧିକାର କଭର୍‌ କରୁଛି। ତେବେ ବାବୁଶାନ ଫିଲ୍ମ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ମୂଳ ସିନେମାର ସମସ୍ତ ଆଇପି ମାଲିକାନା ରହିବ।

ହାଉସଫୁଲ୍‌ ୫ ଓ ସିତାରେ ଜମୀନ୍‌ ପାର୍‌’ ଭଳି ସିନେମାର ପ୍ରତିଯୋଗିତା ସତ୍ତ୍ବେ ଏହା ୧୪-୧୫ କୋଟି ଟଙ୍କା ଆୟ କରି ସର୍ବାଧିକ ଶୀର୍ଷରେ ରହିଛି, ଯାହା ଦ୍ୱିତୀୟ ସର୍ବୋଚ୍ଚ ‘ଦମନ୍‌’ର ଦୁଇଗୁଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

ନବମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରି ଲହୁଲୁହାଣ କଲେ ପ୍ରଧାନଶିକ୍ଷକ: ଅତିରିକ୍ତ ଜିଲାପାଳଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲେ…

ଛତ୍ରପୁର, ୧୯।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହୁମ୍ମା ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri