ଅଲଗା ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ସେଲିବ୍ରିଟି କପଲ୍‌ ! ଚର୍ଚ୍ଚାକୁ ନେଇ ଏପରି କହିଲେ…

ବମ୍ବେ: ସେଲିବ୍ରିଟିମାନଙ୍କ ଲଭ୍‌ଲାଇଫ୍‌ ହେଉ ଅଥବା ବିବାହ ସବୁକିଛିରେ ପ୍ରଶଂସକ ରୁଚି ରଖିଥାନ୍ତି। ଏପରିସ୍ଥିତିରେ ଗୁଜବ ଉଠିବା ସ୍ବାଭାବିକ। ସେଭଳି କିଛି ଘଟିଛି ଷ୍ଟାର ପ୍ଲସରେ ପ୍ରସାରିତ ‘ୟେ ରିସ୍ତା କ୍ୟା କହଲାତା ହୈ’ରେ ନୈତିକ ଭୂମିକାରେ ଅଭିନୟ କରିଥିବା ଅଭିନେତା କରନ୍‌ ମେହେରାଙ୍କ କ୍ଷେତ୍ରରେ। ନିକଟରେ ସେ ଓ ତାଙ୍କ ସ୍ତ୍ରୀ ନିଶା ରାଓ୍ବଲ ଅଲଗା ହେବାକୁ ଯାଉଥିବା ଚର୍ଚ୍ଚା ହେଉଥିଲା। ଏବେ କରନ୍‌ ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି।

କରୋନାରେ ସଂକ୍ରମିତ ହେବା ପରଠାରୁ କରନ୍‌ ସ୍ତ୍ରୀ ଓ ପୁଅଙ୍କଠାରୁ ନିଜକୁ ଅଲଗା କରିନେଇଥିଲେ। ତାଙ୍କ ପାଇଁ ସେମାନେ ସଂକ୍ରମିତ ନ ହୁଅନ୍ତୁ ତାହା କରନ୍‌ ଚାହୁଁଥିଲେ। ହେଲେ ଉଭୟ ଅଲଗା ରହୁଥିବାରୁ ସେମାନଙ୍କ ମଧ୍ୟରେ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିବା ଚର୍ଚ୍ଚା ହୋଇଥିଲା। ହେଲେ ଏବେ କରନ୍‌ କହିଛନ୍ତି, ଏହି ଖବର ମିଥ୍ୟା। ଆମେ କଠିନ ସମୟ ଦେଇ ଗତି କରୁଛୁ, ହେଲେ ଆମ ଭିତରେ ସବୁକିଛି ଠିକ୍‌ ଅଛି। କେଉଁଠୁ ଏବଂ କ’ଣ ପାଇଁ ଏଭଳି ଗୁଜବ ସୃଷ୍ଟି ହୋଇଛି ସେନେଇ କରନ୍‌ କିଛି ଜାଣି ନ ଥିବା କହିଛନ୍ତି। ସେହିଭଳି ନିଶା ମଧ୍ୟ ସମାନ କଥା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri