କଳାକାରଙ୍କୁ ଶୋ’କୁ ଡାକି ବ୍ୟବସାୟ କରୁଥିଲେ କରଣ

ବଲିଉଡ୍‌ ନିର୍ଦ୍ଦେଶକ କରଣ ଜୋହରଙ୍କ ଟକ୍‌ ଶୋ’ ‘କଫି ଓ୍ବିଥ୍‌ କରଣ’ ବହୁତ ଲୋକପ୍ରିୟ। ଏହି ଶୋ’ ଅନେକଙ୍କ ପାଇଁ ବିବାଦ ସୃଷ୍ଟି କରିଛି। କଳାକାରମାନେ ଏଠାକୁ ଆସି ସତକଥା କହିଥାନ୍ତି। ଯେମିତିକି କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା। ସେ ଶୋ’ରେ ଆସି ଅନେକ ଆପତ୍ତିଜନକ କଥା ମଧ୍ୟ କହିଥିଲେ। ଏହା ପରେ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ୍‌ ହେବାକୁ ପଡ଼ିଥିଲା। ସେହିପରି ଆଲିଆ ଭଟ୍ଟ ଏବଂ ସୋନମ କପୁରଙ୍କର ମଧ୍ୟ କିଛି ଭିଡିଓ ସମ୍ମୁଖକୁ ଆସିଛି। ଏଥିରେ ତାଙ୍କୁ ସୁଶାନ୍ତ ସିଂ ରାଜପୁତଙ୍କ ବିଷୟରେ କଥା ହେଉଥିବା ଦେଖିବାକୁ ମିଳୁଛି। ଏବେ ରଣବୀର କପୁରଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ରଣବୀର କରଣଙ୍କ ଏହି ଟକ୍‌ ଶୋ’ର ରାଜ୍‌ ଖୋଲିଛନ୍ତି। ଏହି ଶୋ’କୁ ଆସିବା ପାଇଁ ରଣବୀରଙ୍କୁ କିପରି ବାଧ୍ୟ କରାଯାଇଥିଲା ସେ ବିଷୟରେ କହୁଛନ୍ତି। ତାହା ହେଉଛି ସିଜିନ୍‌ ୫ର କଥା। ସେତେବେଳେ ସେ ଅନୁଷ୍କା ଶର୍ମାଙ୍କ ସହ ଶୋ’କୁ ଆସିଥିଲେ। ତାଙ୍କ ନାମରେ କିପରି ବ୍ୟବସାୟ ହେଉଛି ସେ ବିଷୟରେ ରଣବୀର କହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri