ସଲମାନଙ୍କ ବଦଳରେ ବିଗ୍‌ବସ୍‌ରେ ହୋଷ୍ଟ କରିବେ କରଣ

ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହର ବିଗ୍‌ବସ୍‌-୧୬ ରେ ନଜର ଆସିବେ। କିଛି ଦିନ ପାଇଁ ସେ ଅଭିନେତା ସଲମାନ ଖାନ୍‌ଙ୍କ ବଦଳରେ ବିଗ୍‌ବସ୍‌ରେ ହୋଷ୍ଟ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସଲମାନ ଏବେ ଅସୁସ୍ଥ ଅଛନ୍ତି। ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରେ ଚିକିତ୍ସିତ ହେଉଛନ୍ତି। ତେଣୁ ସେ ସୁସ୍ଥ ହେବା ପର୍ଯ୍ୟନ୍ତ କରଣ ଜୋହର ବିଗ୍‌ବସ୍‌ରେ ହୋଷ୍ଟ କରିବେ। ଗତ ବର୍ଷ କରଣ ଜୋହର ଓଟିଟିରେ ବିଗ୍‌ବସ୍‌ ପ୍ରଥମ ସିଜିନ୍‌ରେ ହୋଷ୍ଟ କରିଥିଲେ। କରଣ ଜୋହରଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଯୋଦ୍ଧା’କୁ ନେଇ ବ୍ୟସ୍ତ ଅଛନ୍ତି। ସେହି ଫିଲ୍ମରେ ସେ ପ୍ରଯୋଜନା ଭାର ସମ୍ଭାଳିଛନ୍ତି। ଫିଲ୍ମଟି ନଭେମ୍ବର ୧୧ରେ ପରଦାକୁ ଆସିବ। ଫିଲ୍ମରେ ସିଦ୍ଧାର୍ଥ ମାଲହୋତ୍ରା, ଦିଶା ପଟାନି, ରାଶି ଖାନ୍ନା ନଜର ଆସବେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri