ସ୍ତ୍ରୀଙ୍କ ଓଜନକୁ ନେଇ ଏମିତି କହିଲେ କରଣବୀର

ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତା କରଣବୀର ବୋହରା ଏବେ ସ୍ତ୍ରୀ ଏବଂ ତିନି ପିଲାଙ୍କ ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ସେ ଶେୟାର କରିଛନ୍ତି। ଏହି କପଲ ପ୍ରତିଟି ଫଟୋରେ ରୋମାଣ୍ଟିକ୍‌ ଜଣାପଡୁଛନ୍ତି। ଏପରି ଫଟୋ ଶୁଟ୍‌ର ଅସଲ କାରଣ ମଧ୍ୟ କହିଛନ୍ତି କରଣବୀର।

କରଣବୀର ଏକ ଫଟୋର ବିଟିଏସ୍‌ ଭିଡିଓ ଶେୟାର କରିଛନ୍ତି। ଏଥିରେ ଖୁବ୍‌ ରୋମାଣ୍ଟିକ୍‌ ନଜର ଆସିଛନ୍ତି ଏହି କପଲ। ଫଟୋରେ କରଣ ଟିଜେଙ୍କୁ କୋଳେଇ ନେଇଛନ୍ତି। ସେ ଫଟୋଗ୍ରାଫରଙ୍କୁ ଏହି ସମୟରେ କହିଥିଲେ, ବିଳମ୍ବ କରିବନି, ଶୀଘ୍ର ଫଟୋ ଉଠାଇବ। କାରଣ ମୋ’ର ଓଜନ ୮୦କୁ ଟିଜେଙ୍କ ଓଜନ ୬୦।

ଟିଜେ ମଧ୍ୟ କରଣଙ୍କ ଏହି କଥାର ଉତ୍ତର ରଖିଛନ୍ତି, ସେ କହିଛନ୍ତି, ମୋ ଉପରେ ଅଭିଯୋଗ ଆଣୁଛ। ମୁଁ ଓଜନ ବୋଲି। ଯାହାବି ହେଉ ଫଟୋଗୁଡ଼ିକୁ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri