ନିଜ ପ୍ରିୟ ଖାଦ୍ୟ ଦେଖି ଏମିତି ହେଲେ କରୀନା: ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଅଭିନେତ୍ରୀ କରୀନା କପୁର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରଶଂସକଙ୍କ ସହ ସର୍ବଦା ଯୋଡି ହୋଇ ରହିବାକୁ ଚେଷ୍ଟା କରନ୍ତି। ପ୍ରତିଦିନ ଫଟୋ ହେଉ କି ଭିଡିଓ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ନିକଟରେ କରୀନା ଏପରି ଏକ ଫଟୋ ଶେୟାର କରିଛନ୍ତି, ଯାହା ଦେଖି ତାଙ୍କ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କରୀନାଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

କରୀନା କପୁର ଖାଦ୍ୟକୁ ବହୁତ ଭଲ ପାଆନ୍ତି। ନିଜ ପସନ୍ଦର ଖାଦ୍ୟ ପଦାର୍ଥ ଦେଖିବା ପରେ ସେ ସବୁକିଛି ଭୁଲିଯାନ୍ତି। ଏପରିକି ସେ ତାଙ୍କ ଡାଏଟିଂ କଥା ମଧ୍ୟ ଭୁଲି ଯାନ୍ତି। କରୀନା ନିଜ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ପେଷ୍ଟ୍ରି ଖାଉଥିବାର ନଜର ଆସିଛନ୍ତି। ଏହାକୁ ଖାଇବା ସମୟରେ ସେ ଭୟଙ୍କର ନଜର ଆସୁଛନ୍ତି। ଜଣାପଡିଛି ସେ ପେଷ୍ଟ୍ରି ଖଶବାକୁ କେତେ ବ୍ୟଗ୍ର। ନିକଟରେ କରୀନା କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏଥିରୁ ସେ ସୁସ୍ଥ ହୋଇ ଫେରିଛନ୍ତି।
କରୀନାଙ୍କୁ ଅଦୈତ ଚନ୍ଦନଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲାଲ ସିଂ ଚଢା’ରେ ଦେଖିବାକୁ ମିଳିବ। ଏହି ଫିଲ୍ମରେ ଅମିର ଖାନ ଏବଂ କରୀନା ମୁଖ୍ୟ ଚରିତ୍ରରେ ଅଭିନୟ କରୁଛନ୍ତି। ଏହି ଫିଲ୍ମଟି ଗତ ବର୍ଷ ୨୦୨୦ରେ ମୁକ୍ତିଲାଭ କରିଥିଲା କିନ୍ତୁ କରୋନା ଯୋଗୁ ଫିଲ୍ମର ଶୁଟିଂ ବନ୍ଦ ହୋଇଯାଇଥିଲା। ଲକଡାଉନ ଖୋଲିବା ପରେ, ପୁନର୍ବାର ଶୁଟିଂ ଆରମ୍ଭ କରି ରିଲିଜ ତାରିଖ ବୃଦ୍ଧି କରାଯାଇଥିଲା। ଏବେ ଏହି ଫିଲ୍ମ ଚଳିତବର୍ଷ ଫେବୃଆରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ୍ସ ଡେ ରେ ମୁକ୍ତିଲାଭ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଣୀର ବିବାଦୀୟ ହତ୍ୟା ଉପରେ ଆଧାରିତ ଫିଲ୍ମରେ ନଜର ଆସିବେ ବିଦ୍ୟା

ମୁମ୍ବାଇ: ବିଦ୍ୟା ବଲାନ୍‌ ବଲିଉଡ୍‌ର ଜଣେ ବହୁମୁଖୀ ଅଭିନେତ୍ରୀ। ତାଙ୍କ ଫିଲ୍ମ ପ୍ରାୟତଃ ନାରୀ କୈନ୍ଦ୍ରିକ ହୋଇଥିବାବେଳେ ଫିଲ୍ମରେ ସୁସ୍ଥ ସମାଜ ପାଇଁ ବାର୍ତ୍ତା ମଧ୍ୟ...

ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ବଲିଉଡ୍‌ର ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍‌ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା।...

ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…

ବମ୍ବେ: ବଲିଉଡ୍‌ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି ସିନେମାଠାରୁ କମ୍‌ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା...

ଫିଲ୍ମ ପାଇଁ ୧୪ କେଜି ଓଜନ ବଢାଇଲେ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍‌ ତାଙ୍କର ଅପକମିଙ୍ଗ୍‌ ଫିଲ୍ମ‘ଫ୍ରେଡି’କୁ ନେଇ ବ୍ୟସ୍ତ ଅଛନ୍ତି। ଏମିତିରେ ସୋସିଆଲ ମିଡ଼ିିଆରେ ସେ ନିଜର ଫିଲ୍ମ ବିଷୟରେ ଅପଡେଟ୍‌...

ବାର୍ବି ହେବା ପାଇଁ ୭୩ ହଜାର ଡଲାର ଖର୍ଚ୍ଚ

କାନବେରା: ସୁନ୍ଦର ଦେଖାଯିବା ପାଇଁ ସମସ୍ତେ ଚାହାନ୍ତି। ତା’ ପାଇଁ ଲୋକେ ବିଭିନ୍ନ ପ୍ରକାର ପ୍ରସାଧନ ସାମଗ୍ରୀ ବ୍ୟବହାର କରିଥାନ୍ତି। କିନ୍ତୁ ଏମିତି କିଛି ଲୋକ...

ସୁଯୋଗ ଅପେକ୍ଷାରେ ବିନି

ଜୟଶ୍ରୀ ମହାନ୍ତି ଓରଫ ବିନି। ୨୦୦୫ରୁ ୨୦୧୭ ଭିତରେ ସେ ଅନେକ ଥିଏଟର ନାଟକରେ ନିଜର ଆକ୍ଟିଂ ଦକ୍ଷତା ଦେଖାଇ ସାଉଁଟିଥିଲେ ଅନେକ ସଫଳତା। ବାଘାଯତୀନ...

ଅଭିନେତ୍ରୀ ଅମୀଷା ପଟେଲଙ୍କ ନାଁରେ ୱାରେଣ୍ଟ ଜାରି

ରାଞ୍ଚି,୭।୪: ଠକେଇ ଓ ଚେକ ବାଉନ୍ସ ମାମଲାରେ ବଲିଉଡ ଅଭିନେତ୍ରୀ ଅମୀଷା ପଟେଲ ଓ ତାଙ୍କ ବିଜନେସ ପାର୍ଟନର କ୍ରୁନାଲଙ୍କ ବିରୋଧରେ ରାଞ୍ଚିର ଏକ କୋର୍ଟ...

ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଅଟକିଗଲା ସମସ୍ତଙ୍କ ନଜର: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର...

Advertisement
Archives

Model This Week