ସ୍ବାମୀ ସୈଫଙ୍କ ସହ ଦୁଇ ପୁଅଙ୍କ ଫଟୋ ଶେୟାର କଲେ କରିନା: ଲୋକେ କହୁଛନ୍ତି ଏପରି

ବମ୍ବେ: ଏକଦା ସୋସିଆଲ ମିଡିଆ ଉପରେ ଲୁଚିଲୁଚି ନଜର ରଖୁଥିବା ବେବୋ ଏବେ ବଦଳିଯାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସ୍ବତନ୍ତ୍ର ଆକାଉଣ୍ଟ ଖୋଲି ଭଳିକି ଭଳି ପୋଷ୍ଟ ଶେୟାର କରୁଛନ୍ତି। ମୋଟାମୋଟି ଭାବେ କହିବାକୁ ଗଲେ ଅଭିନେତ୍ରୀ କରିନା କପୁର ଖାନ୍‌ ଏବେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ। ଏହାକୁ ନେଇ ସେ ଚର୍ଚ୍ଚାରେ ମଧ୍ୟ ରହୁଛନ୍ତି।

ଦ୍ୱିତୀୟ ସନ୍ତାନର ଜନନୀ ହେବାକୁ ଯାଉଛନ୍ତି କରିନା। ନିକଟରେ ସେ ନିଜର ବେବିବମ୍ପ ଫଟୋ ଛାଡ଼ିଥିଲେ। ଆଉ ଏବେ ସେ ନିଜର ଦୁଇପୁଅଙ୍କ ଫଟୋ ଛାଡ଼ିଛନ୍ତି। କରିନା ଶେୟାର କରିଥିବା ଫଟୋରେ ସ୍ବାମୀ ତଥା ଅଭିନେତା ସୈଫ୍‌ଙ୍କ ସହ ଦୁଇପୁଅଙ୍କୁ ଦେଖିବାକୁ ମିଳୁଛି। କରିନା ମା’ ହୋଇଗଲେ ବୋଲି ଭାବୁଛନ୍ତି କି, ନା। କାରଣ ଫଟୋରେ ସୈଫଙ୍କ ସହ ପୁଅ ଇବ୍ରାହିମ ଏବଂ ତୈମୁର ଅଛନ୍ତି। ଏହାକୁ ଶେୟାର କରି ପସନ୍ଦର ପୁଅମାନେ ବୋଲି କରିନା ଲେଖିଛନ୍ତି। ଏଥିସହ ଫାଦରଆଣ୍ଡସନ୍‌ର ହାସଟ୍ୟାଗ୍‌ ମଧ୍ୟ ଦେଇଛନ୍ତି।

କହିରଖୁଛୁ, କରିନା ୨୦୧୨ରେ ସୈଫଙ୍କ ହାତ ଧରିଥିଲେ। ଉଭୟଙ୍କ ପୁଅ ତୈମୁର ୨୦୧୬ରେ ଜନ୍ମ ନେଇଥିଲା। ଏବେ ବେବୋ ପୁଣି ଥରେ ମା’ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri