ସୀତା ଚରିତ୍ରରେ କରିନା!

ମୁମ୍ବାଇ: ବଲିଉଡ୍ ବେବୋ କରିନା କପୁର ଖାଁଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର । ଗତ କିଛିଦନ ହେବ ‘ସୀତା’ ଚରିତ୍ରକୁ ନେଇ କିଛି ଫିଲ୍ମର ଘୋଷଣା କରାଯାଇଥିବା ବେଳେ ଏହି ଚରିତ୍ରରେ ଅଭିନୟ କରିବାକୁ ଯାଉଥିବା ଅଭିନେତ୍ରୀମାନଙ୍କ ନାମ ମଧ୍ୟ ସାମ୍ନାକୁ ଆସିଥିଲା । ଏବେ ଏହି ଅଭିନେତ୍ରୀଙ୍କ ତାଲିକାରେ କରିନା କପୁରଙ୍କ ନାଁ ବି ଯୋଡି ହୋଇ ଯାଇଛି । ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଆଲୌକିକ ଦେଶାଇ ତାଙ୍କ ଆଗାମୀ ଫିଲ୍ମ ‘ସୀତା-ଦ-ଇନକାରନେଶନ’ ବିଷୟରେ ଘୋଷଣା କରିଥିଲେ । ଏହାସହ କହିଥିଲେ କି ସୀତା ଚରିତ୍ରରେ ଅଭିନୟ ପାଇଁ ଏବେ ସେ ନାୟିକା ଖୋଜୁଛନ୍ତି । ବଲିଉଡ୍ ହଙ୍ଗାମାର ଏକ ରିପୋର୍ଟ ଅନୁଯାୟୀ, ଏବେ ଅଲୌକିକ ଦେଶାଇଙ୍କ ଫିଲ୍ମରେ ସୀତା ଚରିତ୍ର ପାଇଁ କରିନାଙ୍କ ନାମ ଫାଇନାଲ ହୋଇଛି । ହେଲେ ଏହା ଅଫିସିୟାଲି ଘୋଷଣା କରାଯାଇନାହିଁ । ଯଦି ଏଥିରେ କରିନା ଅରାଜି ହୁଅନ୍ତି ତେବେ ଆଲିଆ ଭଟ୍ଟଙ୍କୁ ଏହି ସୁଯୋଗ ଦିଆଯିବ ବୋଲି ଜଣାପଡିଛି । ଫିଲ୍ମ ‘ସୀତା-ଦ-ଇନକାରନେଶନ’ ରାମାୟଣ କଥାବସ୍ତୁଠାରୁ ସମ୍ପୂର୍ଣ୍ଣ ଅଲଗା ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri