ଧର୍ମଶାଳା ରାସ୍ତାରେ ବୁଲୁଥିବା ନଜର ଆସିଲେ କରୀନା କପୁର

ମୁମ୍ବାଇ: କରୀନା କପୁର ଏବଂ ମଲାଇକା ଆରୋରାଙ୍କ କିଛି ଭିଡିଓ ସୋସିଆଲ ମିଡିଆରେ ଏବେ ତୀବ୍ର ଗତିରେ ଭାଇରାଲ ହେଉଛି। ଏହି ଭିଡିଓରେ କରୀନା ଏବଂ ମଲାଇକା ଧର୍ମଶାଳା ରାସ୍ତା ଉପରେ ବୁଲୁଥିବା ନଜର ଆସିଛନ୍ତି।

ଚଳିତବର୍ଷ କରୀନାଙ୍କ ପାଇଁ ବହୁ ଖୁସିର ବର୍ଷ। କାରଣ ସେ ଦ୍ୱିତୀୟ ସନ୍ତାନର ଜନନୀ ହେବାକୁ ଯାଉଛନ୍ତି। ଦୀପାବଳି ମନାଇବା ପାଇଁ ସେ ମୁମ୍ବାଇର ଧର୍ମଶାଳାରେ ପହଞ୍ଚିଥିଲେ। ତାଙ୍କ ସହ ସ୍ବାମୀ ସୈଫ୍‌ ଅଲ୍ଲୀ ଖାଁ , ପୁଅ ତୈମୁର, ମଲାଇକା ଆରୋରା ଏବଂ ଅର୍ଜୁନ କପୁର ମଧ୍ୟ ଧର୍ମଶାଳା ରାସ୍ତାରେ ବୁଲୁଥିବା ଫଟୋରେ ନଜର ଆସିଛନ୍ତି। କରୀନା ଏକ ଧଳା ରଙ୍ଗର ଜ୍ୟାକେଟ୍‌ ପିନ୍ଧିଥିବା ବେଳେ ଗ୍ରୀନ୍‌ କଲରର ଏକ ଜମ୍ପ୍‌ଶୁଟ୍‌ ପିନ୍ଧିଛନ୍ତି ମଲାଇକା। ଭିଡିଓ ଦେଖି ଲୋକେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି।

ଏହାବ୍ୟତୀତ କରୀନାଙ୍କ ଓ୍ବାର୍କଫ୍ରଣ୍ଟ୍‌ କଥା ଯଦି କହିବା ତେବେ ଆଗାମୀ ଦିନରେ ସେ ଫିଲ୍ମ ‘ଲାଲ୍‌ ସିଂହ ଚଢ଼ା’ରେ ନଜର ଆସିବେ। ଫିଲ୍ମ ଶୁଟିଂ ସରିଯାଇଛି କେବଳ ରିଲିଜକୁ ଅପେକ୍ଷା। ଏହା ଆଗାମୀ ବଡ଼ଦିନ ଉପଲକ୍ଷେ ମୁକ୍ତିଲାଭ କରିବ ବୋଲି ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୂମଧାମରେ ଜନ୍ମଦିନ ପାଳିଲେ ତୈମୁର

ବଲିଉଡ ଅଭିନେତା ସୈଫ ଅଲୀ ଖାନ ଏବଂ ଅଭିନେତ୍ରୀ କରୀନା କପୁରଙ୍କ ପୁଅ ତୈମୁର ୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପଟ୍ଟୌଦୀ ପ୍ୟାଲେସରେ...

ଅଭିନେତ୍ରୀ ରବିନାଙ୍କ ବାପା ରବି ଟଣ୍ଡନଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ବାପା ତଥା ନିର୍ମାତା ରବି ଟଣ୍ଡନଙ୍କର ଶୁକ୍ରବାର ଦେହାନ୍ତ ହୋଇଛି। ଏ ନେଇ ରବିନା ଇନଷ୍ଟାଗ୍ରାମରେ ତାଙ୍କ  ବାପାଙ୍କ...

ଅକ୍ଷୟ କୁମାରଙ୍କ ସହିତ ସମ୍ପର୍କ ନେଇ ଚର୍ଚ୍ଚାରେ ଥିଲେ ଶିଳ୍ପା

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଶିଳ୍ପା ଶେଟ୍ଟି ଶନିବାର ୪୪ ବର୍ଷର ପଦାର୍ପଣ କରିଛନ୍ତି। ସେ ୧୯୭୫ ଜୁନ୍‌ ୮ରେ ମାଙ୍ଗାଲୋର୍‌ଠାରେ ଜନ୍ମଗ୍ରହଣ କରିଥିଲେ।...

ସୋନୁ ନିଗମଙ୍କ ଘରୁ ଚୋରି

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ସୋନୁ ନିଗମଙ୍କ ଘରୁ ଚୋରି ହୋଇଛି। ତାଙ୍କ ବାପା ଅଗମ କୁମାର ନିଗମ ଏନେଇ ପୋଲିସରେ ଅଭିଯୋଗ କରିଛନ୍ତି। ସୋନୁଙ୍କ ଘରୁ...

ବଲିଉଡ୍‌ର ଦାମୀ ହିରୋ

ମୁମ୍ବାଇ: ସଲ୍‌ମାନ ଖାନ୍‌ ହୁଅନ୍ତୁ ବା ଶାହରୁଖ୍‌ ଖାନ୍‌, ଆମୀର ଖାନ୍‌ ହୁଅନ୍ତୁ ବା ହ୍ରିତିକ୍‌ ରୋଶନ, ଏହି ହିରୋମାନେ ଦଶନ୍ଧି ଧରି ବଲିଉଡ୍‌ରେ ନିଜର...

ପ୍ରତିଦିନ ୪,୫୦୦ ଖାଦ୍ୟ ପ୍ୟାକେଟ୍‌ ବାଣ୍ଟୁଛନ୍ତି ଅମିତାଭ ବଚ୍ଚନ

ସାରା ବିଶ୍ୱ ଏବେ କରୋନା ଭୂତାଣୁ ସହ ଲଢେଇ କରୁଛି। ଏହି ସମୟରେ ପ୍ରତିଷ୍ଠିତ ବ୍ୟକ୍ତିମାନେ ବିଭିନ୍ନ ସହାୟତା ପାଇଁ ଆଗେଇ ଆସୁଛନ୍ତି। ଏଥିରେ ସାମିଲ...

ଜିତିବା ପରେ ମଧ୍ୟ ସଂସଦରେ ଏକାଠି ବସିବେନି ହେମାମାଳିନୀ-ସନ୍ନି ଦେଓଲ

ନୂଆଦିଲ୍ଲୀ,୨୮।୫: ଭାଜପା ଟିକେଟରୁ ଏଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଓ ଅଭିନେତା ସନ୍ନି ଦେଓଲ। ଏମାନେ ସମ୍ପର୍କରେ ମା’ପୁଅ। ହେଲେ...

ମୁଖ୍ୟ ଅଭିନେତା ପାଇଁ ୪୦ ଅଡିଶନ ଦେଇ ବି ଫେଲ ମାରିଥିଲେ ସରମନ

ମୁମ୍ବାଇ: ସରମନ ଯୋଶୀ । ଆଗଧାଡିର ନ ହେଲେ ବି ବଲିଉଡର ଜଣେ ଜଣାଶୁଣା କଳାକାର । କିଛି ଫିଲ୍ମରେ ସେ ଏମିତି ଅଭିନୟ କରିଛନ୍ତି...

Advertisement
Archives

Model This Week