ଓଟିଟି ଡେବ୍ୟୁ ପାଇଁ ପ୍ରସ୍ତୁତ କରିନା, ଶେୟାର କଲେ ବିହାଇଣ୍ଡ ଦ ସିନ୍ସ ଫଟୋ

ମୁମ୍ବାଇ: ବଲିଉଡ ନାୟିକା କରିନା କପୁର ଖାଁ କିଛିଦିନ ହେବ ତାଙ୍କ ପର୍ସନାଲ ଲାଇଫକୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ କିନ୍ତୁ ସେ ତାଙ୍‌କ ଆଗାମୀ ଫିଲ୍ମକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । କରିନା ନିକଟରେ ଓଟିଟି ଡେବ୍ୟୁ କରିବାକୁ ଯାଉଛନ୍ତି । ସୁଜୟ ଘେଶଷଙ୍କ ଫିଲ୍ମ ମାଧ୍ୟମରେ କରିନା ଓଟିଟି ଡେବ୍ୟୁ କରିବେ । ଫଇଲ୍ମର ଟାଇଟଲ ସମ୍ପର୍କରେ କୌଣସି ସୂଚନା ମିଳି ନ ଥିଲେ ବି ନିକଟରେ ଫିଲ୍ମର ଶୁଟିଂ ସରିଛି ବୋଲି ଶୁଣିବାକୁ ମିଳିଛି । କରିନା ବି ତାଙ୍କ ଓଟିଟି ଡେବ୍ୟୁକୁ ନେଇ ଖୁବ୍ ଏକ୍ସାଇଟେଡ ଅଛନ୍ତି । ଫିଲ୍ମର ଶୁଟିଂ ଶେଷ ହୋଇଥିବା ଘୋଷଣା ହେବା ପରେ କରିନା ସେଟରୁ କିଛି ଫଟୋ ବା ବିହାଇଣ୍ଡ ଦ ସିନ୍ସ ଫଟୋ ଶେୟାର କରିଛନ୍ତି । ଏହି ଫଟୋରେ ଫିଲ୍ମର କାଷ୍ଟ ଓ କ୍ରିୟୁ ମେମ୍ବର ଥିବା ବେଳେ କରିନାଙ୍କ ପତି ଶୈଫ ଅଲି ଖାଁ ଓ ତୈମୁର ବି ନଜର ଆସିଛନ୍ତି ।
ଫଟୋ ଗୁଡିକ ଶେୟର କରି କିନା ଟିମ ମେମ୍ବରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହାସହ ଫିଲ୍ମଟି ବେଷ୍ଟ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି । ଇନଷ୍ଟାଗ୍ରାମରେ କରିନା ଶେୟାର କରିଥିବା ଫଟୋକୁ ଦେଖି ତାଙ୍କ ପ୍ରଶଂସକମାନେ ଉତ୍ସୁକତାର ସହ କରିନାଙ୍କ ଓଟିଟି ଡେବ୍ୟୁକୁ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?