ରାହୁଲଙ୍କୁ ଡେଟ୍‌ କରିବାକୁ ଚାହାନ୍ତି କରୀନା କପୁର, ହେଲେ କଂଗ୍ରେସ ଏମପିଙ୍କୁ ନେଇ ଏ କ’ଣ କହିଦେଲେ ସୈଫ, ସମସ୍ତେ ତାଜୁବ

ନୂଆଦିଲ୍ଲୀ,୨୭।୯: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌ ଏକ ଜାତୀୟ ଗଣମାଧ୍ୟମ କନକ୍ଲେଭରେ ଯୋଗଦେଇ ବଡ଼ ବୟାନ ଦେଇଛନ୍ତି। ଯେତେବେଳେ ଏହି କାର୍ଯ୍ୟକ୍ରମରେ ତାଙ୍କୁ ପଚରାଯାଇଥିଲା କି, ତାଙ୍କର ପ୍ରିୟ ରାଜନେତା କିଏ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନା ଏଏପି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଏମାନଙ୍କ ମଧ୍ୟରୁ ଆପଣ କାହାକୁ ସାହାସୀ ରାଜନେତା ମାନନ୍ତି ଯିଏକି ଭାରତର ଭବିଷ୍ୟତକୁ ଗଢିପାରିବେ। ଏହାର ଉତ୍ତର ରଖି ସୈଫ କହିଛନ୍ତି, ଏମାନେ ସମସ୍ତେ ଶକ୍ତିଶାଳୀ ଓ ସାହାସୀ ରାଜନେତା ଅଟନ୍ତି। କିନ୍ତୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସବୁଠାରୁ ସାହାସୀ ରାଜନେତା ଅଟନ୍ତି। ଯିଏକି ସବୁ ପ୍ରସଙ୍ଗକୁ ପ୍ରଭାବଶାଳୀ ଢଙ୍ଗରେ ସମ୍ଭାଳିବା ଜାଣିଛନ୍ତି।

ସେ ଆହୁରି କହିଛନ୍ତି, ପୂର୍ବରୁ ତାଙ୍କୁ ବହୁତ ଲୋକ ଅପମାନ କରିଛନ୍ତି। ତାଙ୍କ କଥାକୁ ହତାଦର କରିଛନ୍ତି। କିନ୍ତୁ ଏସବୁ ପରେ ଏତେ ଅପମାନ ବଦଳରେ ସେ ପରିବର୍ତ୍ତନ ହୋଇଛନ୍ତି। ଏବେ ସେ ଯାହା ବି ଅଛନ୍ତି ବହୁତ ପ୍ରଭାବଶାଳୀ ଅଟନ୍ତି। ସେ କଡ଼ା ପରିଶ୍ରମ କରି ଲୋକଙ୍କ ଚିନ୍ତାଧାରାକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛନ୍ତି। ତେବେ ଏହି କାର୍ଯ୍ୟକ୍ରମରେ ସୈଫ, ରାହୁଲଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ତେବେ କିଛିଦିନ ପୂର୍ବରୁ ଅଭିନେତ୍ରୀ କରିନା କପୁରଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ସେ ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିବା କହିଥିଲେ। କହିରଖୁଛୁ କି, ସେହି ଭିଡିଓଟି ସେ ଅବିବାହିତ ଥିବାବେଳେ ଏକ ସାକ୍ଷାତକାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri