ଦ୍ୱିତୀୟଥର ମା’ ହେବା ପରେ ପ୍ରଥମଥର ଫଟୋ ଶେୟାର କଲେ କରୀନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ ନିକଟରେ ଦ୍ୱିତୀୟଥର ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହୁଥିବା କରୀନା ମା’ ହେବା ପରେ ପ୍ରଥମଥର ପାଇଁ ନିଜର ଏକ ସେଲ୍‌ଫି ଫଟୋ ଶେୟାର କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଟୋ ସେୟାର କରି ତାଙ୍କ ପ୍ରଶଂସକଙ୍କୁ ଖୁସି କରିଛନ୍ତି। ଏହି ଫଟୋରେ କରୀନା ଟୋପି ସହିତ କଳା ଚଷମା ପିନ୍ଧିଛନ୍ତି। ଫଟୋରେ କରୀନା ବହୁତ ସୁନ୍ଦର ଦେଖାଯାଉଛନ୍ତି । ଫଟୋ ସହିତ କରୀନା କ୍ୟାପସନ ଲେଖିଛନ୍ତି, ‘ହେ ହେଲୋ, ମୁଁ ତୁମ ସମସ୍ତଙ୍କୁ ମିସ୍‌ କରୁଛି’। କରୀନା ଏହି ପୋଷ୍ଟ ସେୟାର କରିବାର ଅଳ୍ପ ସମୟ ମଧ୍ୟରେ ୩ ଲକ୍ଷରୁ ଅଧିକ ଲାଇକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ କ’ଣ ରଖୁଛନ୍ତି ଆଲିଆ ତାଙ୍କ ହ୍ୟାଣ୍ଡବ୍ୟାଗରେ

ମୁମାଇ: ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କର ଆଗାମୀ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ଫିଲ୍ମଟି...

ଲଣ୍ଡନରେ ନିୟମ ଭାଙ୍ଗିଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ୍‌ ଏବଂ ହଲିଉଡ୍‌ ଫିଲ୍ମରେ ନିଜର ଅଭିନୟର ଯାଦୁ ଦେଖାଇସାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଲକ୍‌ଡାଉନ୍‌ ପାଇଁ ଲଣ୍ଡନରେ...

ନୂଆ ଘରକୁ ଶିଫ୍ଟ ହେବେ ବିରୁଷ୍କା: ମାସକୁ ଭଡା ଏତିକି ଟଙ୍କା

ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ଏବେ ନୂଆ ଘରକୁ ଶିଫ୍ଟ ହେବାକୁ ଯାଉଛନ୍ତି। ନିକଟରେ ଦୁହେଁ ଏକ ନୂତନ ଭଡା ଘର...

ବଲିଉଡ୍‌ ପୂର୍ବରୁ ଏହି ଅଭିନେତ୍ରୀମାନେ ସାଉଥ୍‌ ପିଲ୍ମରୁ ଆରମ୍ଭ କରିଥିଲେ ନିଜର କ୍ୟାରିୟର

ମୁମ୍ବାଇ: ବଲିଉଡର ଏକ ନମ୍ବର ଅଭିନେତ୍ରୀଙ୍କ ମଧ୍ୟରେ ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା ଓ ଐଶ୍ୱର୍ଯ୍ୟା ରାୟଙ୍କୁ ଗଣାଯାଏ। ସେମାନେ ବଲିଉଡ୍‌ରେ ଏକାଧିକ ହିଟ୍‌ ଫିଲ୍ମରେ...

ତୀର୍ଥଯାତ୍ରାରେ ବାହାରିଲେ ବିରୁଷ୍କା

ନୂଆଦିଲ୍ଲୀ,୩୧।୧: ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ମା’ ସରୋଜା କୋହଲିଙ୍କ ସହ ତୀର୍ଥଯାତ୍ରାରେ ଅଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ...

ଇଣ୍ଟିମେଟ୍‌ ସିନ୍‌ ପାଇଁ ସର୍ତ୍ତ ରଖିଥିଲେ ଏହି ଅଭିନେତ୍ରୀ…

ମୁମ୍ବାଇ,୨୯।୫: ନିଜ ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖି ପାରିଥିବା ଅନୁପ୍ରିୟା ଗୋଏଙ୍କାଙ୍କୁ ଶନିବାର ୩୪ ବର୍ଷ ପୂରଣ ହୋଇଛି। ୧୯୮୭ ମେ’ ୨୯ରେ କାନପୁରଠାରେ ଜନ୍ମଗ୍ରହଣ...

୧୨ ଜଣଙ୍କଠାରୁ ପ୍ରତାରିତ ହେବା ପରେ ଏମିତି କହିଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ ନିଜର ସୌନ୍ଦର୍ଯ୍ୟ ଏବଂ ଅଭିନୟ ଦ୍ୱାରା ସମସ୍ତଙ୍କର ପ୍ରିୟ ହୋଇପାରିଛନ୍ତି। ୧୯୯୪ରେ ସେ ମିସ୍‌ ଇଣ୍ଡିଆ, ବ୍ରାହ୍ମାଣ୍ଡ ସୁନ୍ଦରୀ ହୋଇଥିଲେ।...

ରିଲିଜ୍‌ର ପ୍ରଥମ ସପ୍ତାହରେ ୬୦୦ କୋଟି ଆୟ କଲା ‘ପଠାନ୍‌’

ହିନ୍ଦୀ ସିନେମା ପାଇଁ ଚଳିତ ବର୍ଷ ଆରମ୍ଭ ଧମାକାଦାର ରହିଛି। ସୁପରଷ୍ଟାର ଶାହରୁଖ ଖାନଙ୍କ ଫିଲ୍ମ ‘ପଠାନ’ ବକ୍ସ ଅଫିସରେ ଜବରଦସ୍ତ ରୋଜଗାର କରି ବଲିଉଡକୁ...

Advertisement
Archives

Model This Week