ଶୈଫ ଅଲି ଖାଁଙ୍କ ଜନ୍ମଦିନ ପାଳନ ପାଇଁ ବିଦେଶ ଗସ୍ତ କଲେ କରିନା, ଜେହଙ୍କ ସହ ପ୍ରଥମ ଭ୍ୟାକେଶନ

ମୁ୍‌ମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ କପୁଲ କରିନା କପୁର ଖାଁ ଓ ଶୈଫ ଅଲି ଖାଁ ଏବେ ବାହାରିଛନ୍ତି ଭ୍ୟାକେଶନରେ । ଶନିବାର ତାଙ୍କୁ ବିମାନ ବନ୍ଦରରେ ସ୍ପଟ କରାଯାଇଛି । ଶୈଫ ତାଙ୍କ ଜନ୍ମଦିନ ପରିବାର ସହ ପାଳନ କରିବାକୁ ଚାହୁଁଥିବା ବେଳେ କିଛି ଦିନ ହେବ ଘରେ ରହି ରହି ବୋର୍ ହୋଇଯାଇଥିବା କରିନା ବି ଚାହୁଁଥିଲେ ଟିକେ ବାହାରକୁ ବୁଲି ଯିବାକୁ । ଏମାନେ ଶୈଫଙ୍କ ଜଦ୍ମଦିନ ପାଇଁ ମାଲଦ୍ୱୀପ ଯାଇଥିବା ଜଣାପଡିଛି । ଅଗଷ୍ଟ ୧୬ରେ ଏମାନେ ମାଲଦ୍ୱୀପର ଏକ ଘରୋଇ ଆଇଲ୍ୟାଣ୍ଡରେ ଜନ୍ମଦିନ ପାଳନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ଶୈଫିନାଙ୍କ ସାନ ପୁଅ ଜେହଙ୍କର ଏହା ହେଉଛି ପ୍ରଥମ ଭ୍ୟାକେଶନ । କରୋନା ପାଇଁ କରିନା କପୁର ତାଙ୍କ ଦ୍ୱିତୀୟ ସନ୍ତାନ ଜନ୍ମ ହେବା ପୂର୍ବରୁ ବିଶେଷ ଭାବେ କୁଆଡେ ବୁଲିବାକୁ ଯାଇ ପାରି ନ ଥିବା ତାଙ୍କ ପୁସ୍ତକରେ ଉଲ୍ଲେଖ କରିଛନ୍ତି । ଏବେ ଟିକିଏ ସମୟ ମିଳିବାରୁ କାର୍ଯ୍ୟ ବ୍ୟସ୍ତତାରୁ ଟିକେ ବିରତି ନେବା ପାଇଁ ବି ଶୈଫ ଅଲି ଭ୍ୟାକେଶନ ପ୍ଲାନିଂ କରିଛନ୍ତି ବୋଲି କୁହନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କ ପ୍ରଶଂସାରେ ଶତମୁଖ କରନ୍‌, କହିଲେ ‘ସେ ପଦ୍ମଶ୍ରୀ ପାଇବାକୁ ଯୋଗ୍ୟା’

ବମ୍ବେ: ଫିଲ୍ମ ନିର୍ମାତା କରନ୍‌ ଜୋହର- ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ମଧ୍ୟରେ ତୁ ତୁ ମେଁ ମେଁ କଥା ସମସ୍ତେ ଜାଣନ୍ତି। ଉଭୟ ପରସ୍ପର ବିରୋଧରେ...

କରନଙ୍କୁ ଜୋକର ବୋଲି କୁହନ୍ତି ତାଙ୍କ ପୁଅ

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହର ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ସେ ତାଙ୍କ ଇନଷ୍ଟାଗ୍ରାମରେ ସବୁବେଳେ ଆକ୍ଟିଭ ଥିବାବେଳେ ତାଙ୍କ ଫିଲ୍ମକୁ ନେଇ...

ଆସିପାରେ ‘ରାଜି’ର ସିକ୍ୟୁଏଲ

ମୁମ୍ବାଇ: ବଲିଉଡ୍‌ ନାୟିକା ଆଲିଆ ଭଟ୍ଟ ଓ ବିକ୍କି କୌଶଲ ଷ୍ଟାର କାଷ୍ଟରେ ପରଦାକୁ ଆସିଥିବା ମୁଭି ‘ରାଜି’ର ସିକ୍ୟୁଏଲ ନିର୍ମାଣ କରାଯାଇ ପାରେ ବୋଲି...

ନା କୋହଲୀ, ନା ଧୋନୀ: ଏହି କ୍ରିକେଟରଙ୍କୁ ପସନ୍ଦ କରନ୍ତି ସପ୍‌ନା ଚୌଧୁରୀ

ବମ୍ବେ: ନିଜର ନୃତ୍ୟକୁ ନେଇ କେବଳ ହରିୟାଣା ନୁହେଁ ବରଂ ଦେଶ ବାହାରେ ବେଶ୍‌ ଲୋକପ୍ରିୟତା ହାସଲ କରିଛନ୍ତି ସପନା ଚୌଧୁରୀ। ଦର୍ଶକଙ୍କୁ ମତୁଆଲା କରିବାର...

ବିବାହ କରିବି ତ କେବଳ ସନ୍ନି ଲିଓନୀଙ୍କ ଭଳି ଯୁବତୀଙ୍କୁ..

ବଲିଉଡ ଫିଲ୍ମରେ ନିଜର ହଟ ଏବଂ ବୋଲ୍ଡ ସିନ ପାଇଁ ସବୁବେଳେ ଚର୍ଚ୍ଚାରେ ସନ୍ନି ଲିଓନୀ। ସନ୍ନି ଲିଓନୀ ଫିଲ୍ମ ଇଣ୍ଡଷ୍ଟ୍ରୀ ଛଡା ସୋସିଆଲ ମିଡିଆରେ...

ଡାକ୍ତରଙ୍କୁ ଭଗବାନଙ୍କ ଦୂତ କହିଲେ ଅମିତାଭ ବଚ୍ଚନ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଡାକ୍ତରଙ୍କୁ ଭଗବାନଙ୍କ ଦୂତ ବୋଲି କହିଛନ୍ତି। ଡାକ୍ତରମାନେ ଷ୍ଟେଥୋସ୍କୋପ୍‌ ପକାଇସାରିଲା ପରେ ସ୍ବର୍ଗରୁ ଆସିଥିବା ଦୂତ ଭଳି କାମ କରନ୍ତି।...

‘ଜୟେଶଭାଇ ଜୋରଦାର’ର ଫାଷ୍ଟ ଲୁକ୍‌ ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର ସିଂ ନିଜର ଦମ୍‌ଦାର ଅଭିନୟ ଓ ଭିନ୍ନ ଭିନ୍ନ ଚରିତ୍ର ପାଇଁ ବେଶ୍‌ ଜଣାଶୁଣା। ତାଙ୍କ ପାଖରେ ବହୁ ନୂଆ...

ଆଉନାହାନ୍ତି ଆଲ୍‌ବମ୍‌ କୁଇନ୍‌ ଦୀପା ସାହୁ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଲୋକପ୍ରିୟ ଆଲ୍‌ବମ୍‌ ଅଭିନେତ୍ରୀ ଦୀପା ସାହୁଙ୍କ ସୋମବାର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଦୀପାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ...

Advertisement
Seven Jackpot


Archives

Model This Week