ଅନନ୍ୟାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କରୀନା

ମୁମ୍ବାଇ: ଆଜି ଅର୍ଥାତ୍‌ ଅକ୍ଟୋବର ୩୦ରେ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଜନ୍ମଦିନ। ସୋମବାର ସେ ତାଙ୍କର ୨୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଅଭିନେତ୍ରୀ କରୀନା କପୁର ଖାନ୍‌ ଅନନ୍ୟାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ଆଶୀର୍ବାଦ ପ୍ରଦାନ କରିଛନ୍ତି।

There Is Pressure Being From Filmy Background Says Ananya Pandey

ଅନନ୍ୟା ଟାଇଗର ଶ୍ରଫ୍‌ ଏବଂ ତାରା ସୂତରିଆଙ୍କ ସହ ୨୦୧୯ରେ ରୋମାଣ୍ଟିକ କମେଡି ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର-୨’ରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ପରେ ସେ ‘ପତି, ପତ୍ନୀ ଔର ଓ୍ବ’ ଖାଲି ପିଲି, ଗେହରିୟାଁ ଆଦି ଫିଲ୍ମରେ ଅଭିନୟ କରିଛନ୍ତି।

Lesser Known facts about Ananya Pandey
ଏହି ଅଭିନେତ୍ରୀ ହେଉଛନ୍ତି ଅଭିନେତା ଚଙ୍କି ପାଣ୍ଡେ ଏବଂ ଭବନ ପାଣ୍ଡେଙ୍କ ଝିଅ। ଇନ୍‌ଷ୍ଟାଗ୍ରାମରେ କରୀନା ଅନନ୍ୟାଙ୍କର ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ହାଇ ସ୍ଲିଟ୍‌ ଡ୍ରେସ ପିନ୍ଧିଥିବାର ନଜର ଆସିଛନ୍ତି। ଫଟୋ ଶେୟାର କରି କରୀନା ଲେଖିଛନ୍ତି, ସବୁଠୁ ସୁନ୍ଦର ଏବଂ ଚମତ୍କାର। ଜନ୍ମଦିନର ଶୁଭେଚ୍ଛା। ଅନନ୍ୟା ଟନ୍‌ସ୍‌ ଅଫ୍‌ ଲଭ୍‌ ଆଣ୍ଡ୍‌ ହଗ୍‌ସ’।

କରୀନାଙ୍କ ବ୍ୟତୀତ ଅନନ୍ୟାଙ୍କୁ ନଭ୍ୟା, ସୁହାନା, ସାନୟା ମଧ୍ୟ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?