ପରିବାର ସହ ଲଣ୍ଡନରେ କରୀନା, ଫଟୋ ଶେୟାର କରି ଲେଖିଲେ…

ମୁମ୍ବାଇ: ବ୍ରିଟେନରେ କରୀନା କପୁର ସ୍ବାମୀ ସୈଫ୍‌ ଅଲ୍ଲୀ ଖାନ୍‌ ଦୁଇ ପୁଅ ତୈମୁର ଏବଂ ଜେହ୍‌ଙ୍କ ସହ ମଜା କରୁଛନ୍ତି।
ଏମାନଙ୍କ ସହ କରୀନାଙ୍କ ମାଉସୀ ରିମା ଜୈନ,  ଅରମାନ ଜୈନ, ବୋହୂ ଅନିଷା ମାଲହୋତ୍ରା ଏବଂ  ନିତାଶା ନନ୍ଦ ଅଛନ୍ତି।

ବ୍ରିଟେନରେ ଏମାନେ ସମସ୍ତେ ଏକାଠି ହୋଇ ରାତ୍ରି ଭୋଜନର ମଜା ନେଇଛନ୍ତି। ଏହି ସମୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅନିଷା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ ହାର୍ଟ୍‌ ଇମୋଜି ଦେବା ସହ ଇଂଲଣ୍ଡ ପତାକା ଇମୋଜି ଶେୟାର କରିଛନ୍ତି। ଫଟୋରେ କରୀନା ପୁଅ ଜେହ୍‌ଙ୍କୁ କୋଳରେ ଧରିଥିବାର ଦେଖାଯାଇଛି। ତୈମୁରଙ୍କୁ ଧରିଥିବା ରିମାଙ୍କ ପାଖରେ ସୈଫ୍‌ ଏକ କଳା ଟି-ଶର୍ଟରେ ଚେୟାରରେ ବସିଥିବାର ନଜର ଆସିଛନ୍ତି। ଅରମାନ ଏବଂ ଅନିଷା ଏକାଠି ଠିଆ ହୋଇଥିବା ଦେଖିବାକୁ ମିଳିଛି। ପୂରା ଫ୍ୟାମିଲି ଡିନର କରୁଛନ୍ତି। କରୀନା ଏକ କାଜୁଆଲ ଟି-ଶର୍ଟ ଏବଂ ପ୍ୟାଣ୍ଟ ପିନ୍ଧିଛନ୍ତି। କରୀନା ଲଣ୍ଡନରେ କଫିର ମଜା ନେଉଛନ୍ତି। ଏକ ଫଟୋ ଶେୟାର କରି ସେ କ୍ୟାପଶନରେ ଲେଖିଛନ୍ତି, ‘ତୁମ ପାଇଁ ଦୁଇ ବର୍ଷ ଅପେକ୍ଷା କରିଛି … ସୁନ୍ଦର .. # ସିପିଙ୍ଗ୍‌ ମାଇଁ କଫି କଫି ଲଭର୍‌।

ଏ ତ ଗଲା କରୀନାଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ବୃତ୍ତିଗତ କଥା ଦେଖିବା ତେବେ କରୀନା ନିକଟରେ ଓଟିଟିରେ ଡେବ୍ୟୁ କରିଥିଲେ, ଯାହା ଏକ ହତ୍ୟା ଘଟଣା ଉପରେ ଆଧାରିତ। ଏହା କିଗୋ ହିଗାଶିନୋଙ୍କ ‘ ଦ ଡିଭୋସନ ଅଫ୍‌ ସସ୍‌ପେକ୍ଟ ଏକ୍ସ’। ଏହା ଏକାକୀ ମା’ର ଏକ କାହାଣୀ ଉପରେ ଆଧାରିତ। ଏହା ୧୧ ଅଗଷ୍ଟ ୨୦୨୨ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri