କରୀନାଙ୍କ ଦିଓ୍ବାଲୀ ପାର୍ଟି, ଯୋଗଦେଲେ ବି’ ଟାଉନର ଏସବୁ ଷ୍ଟାର୍‌

ମୁମ୍ବାଇ: ବର୍ତ୍ତମାନ ଦେଶର ଚାରିଆଡ଼େ ଦୀପାବଳି ଉତ୍ସବ ପାଳନ କରାଯାଉଛି। ସମସ୍ତେ ଏହି ପର୍ବକୁ ବେଶ୍‌ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛନ୍ତି। ଏହି ଉତ୍ସାହ ବଲିଉଡ୍‌ରେ ମଧ୍ୟ ଦେଖିବାକୁ ମିଳିଛି। ସେଲିବ୍ରିଟିମାନେ ସେମାନଙ୍କର ବନ୍ଧୁ ଏବଂ ଇଣ୍ଡଷ୍ଟ୍ରିର ଲୋକମାନଙ୍କ ପାଇଁ ଦିଓ୍ବାଲୀ ପାର୍ଟିର ଆୟୋଜନ ବି କରୁଛନ୍ତି।  ବି’ ଟାଉନର କପଲ କରୀନା କପୁର ଖାନ୍‌ ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ ନିଜ ଘରେ ଏକ ଦିଓ୍ବାଲୀ ପାର୍ଟିର ଆୟୋଜନ କରିଥିଲେ। ଏହି ପାର୍ଟିରେ ବହୁ ବଲିଉଡ୍‌ ଷ୍ଟାର୍‌ ଯୋଗ ଦେଇଥିଲେ।

Alia Bhatt, Ranbir Kapoor, Sara Ali Khan, Karisma Kapoor, Randhir Kapoor, Aadar Jain with his new girlfriend arrive for Kareena Kapoor Khan's Diwali party

କରୀନାଙ୍କ ଘରେ ହୋଇଥିବା ପାର୍ଟିରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କୁ ଦେଖିବାକୁ ମିଳିଥିଲା। ଲାଲ୍‌ ରଙ୍ଗର ଲେହେଙ୍ଗା-ଚୁନିରେ ଆଲିଆ ବହୁତ ସୁନ୍ଦର ଦେଖାଯାଉଥିଲେ। ରଣବୀର ଧଳା ପ୍ୟାଣ୍ଟ ସହିତ କଳା କୁର୍ତ୍ତା ଏବଂ ଜ୍ୟାକେଟ ପିନ୍ଧିଥିଲେ।

Saif Ali Khan and Kareena Kapoor's Diwali bash

କରୀନା ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ତାଙ୍କର ଦିଓ୍ବାଲୀ ଲୁକ୍‌ର ଝଲକ ମଧ୍ୟ ଶେୟାର କରିଛନ୍ତି। ନାଲି ରଙ୍ଗର ଏକ ଶାଢ଼ି ପିନ୍ଧି ସେ ବହୁତ ସୁନ୍ଦର ଦେଖାଯାଉଥିଲେ। ତାଙ୍କର ଅନେକ ଫଟୋ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିରେ ଶେୟାର କରିଛନ୍ତି। ସେ ହାଲୁକା ମେକଅପ୍‌ ନେବା ସହ କେଶ ଖୋଲା ରଖିଥିଲେ। ଏହି ଲୁକ୍‌ରେ ସେ ସୁନ୍ଦର ବି ଦିଶୁଥିଲେ। ସୈଫ୍‌ କଳା ଏବଂ ଧଳା ରଙ୍ଗର ଧୋତି କୁର୍ତ୍ତା ପିନ୍ଧି ନିଜ ଲୁକ୍‌କୁ ସମ୍ପୂର୍ଣ୍ଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri