ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି ବଦଳିଯାଇଥିଲା। ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ଏକ ଟେଲିଭିଜନ ଚାଟ୍‌ ଶୋ’ରେ ଶାହିଦଙ୍କୁ ବ୍ରେକ୍‌ଅପ୍‌ ପରେ କରିନାଙ୍କ ସହ କାମ କରିବାକୁ ନେଇ ପ୍ରଶ୍ନ ପଚରାଯାଇଥିଲା। ଏହାର ବଡ଼ ଅଜବ ଉତ୍ତର ଦେଇଥିଲେ ଶାହିଦ।

ଯଦି ମୋର ନିର୍ଦ୍ଦେଶକ ଜଣେ ଗାଇ ଅଥବା ମଇଁଷି ସହ ଜଣେ ଅଭିନେତା ଭାବେ ମୁଁ କାମ କରେ ବୋଲି ଚାହାନ୍ତି ତେବେ ମୁଁ ତା ପାଇଁ ମଧ୍ୟ ପ୍ରସ୍ତୁତ। ମୁଁ ସାଢ଼େ ଚାରି ବର୍ଷ ଧରି ଏକ ସମ୍ପର୍କରେ ରହିଲି। ବେଶ କମିଟେଡ୍‌ ମଧ୍ୟ ଥିଲି। ଏବେ ସେ ଜଣେ ଅଦ୍ଭୁତ ପ୍ରେମିକ ହେବାକୁ ଚେଷ୍ଟା କରିବେ ନାହିଁ ବୋଲି ଶାହିଦ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ରିଷିଙ୍କ ଶେଷକୃତ୍ୟ ହେବ ସମ୍ପନ୍ନ: ସାମିଲ ହେବେ ୧୫ ଜଣ

ମୁମ୍ବାଇ,୩୦।୪: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ରିଷି କପୁରଙ୍କର ଗୁରୁବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ବଲିଉଡ୍‌ ଦୁନିଆରେ ଏକ ଅପୂରଣୀୟ କ୍ଷତି ଘଟିଛି। ଦିନକ ପୂର୍ବରୁ...

ୟୁକ୍ରେନରେ ପହଞ୍ଚିଲେ ଆଞ୍ଜେଲିନା

ରୁଷିଆର ଆକ୍ରମଣ ପରେ ୟୁକ୍ରେନର ସବୁ ସ୍ଥାନରେ ବିନାଶର ଦୃଶ୍ୟ ଦେଖିବାକୁ ମିଳୁଛି। ଏହି ସମୟରେ ହଲିଉଡ ଅଭିନେତ୍ରୀ ଆଞ୍ଜେଲିନା ଜୋଲି ୟୁକ୍ରେନରେ ପହଞ୍ଚି ସମସ୍ତଙ୍କୁ...

ବିବାହକୁ ନେଇ ମୁହଁ ଖୋଲିଲେ ଆଥିଆ

ବଲିଉଡ ଅଭିନେତ୍ରୀ ତଥା ଅଭିନେତା ସୁନୀଲ ସେଟ୍ଟୀଙ୍କ ଝିଅ ଆଥିଆ ସେଟ୍ଟୀ ତାଙ୍କ ବିବାହକୁ ନେଇ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଖୁବଶୀଘ୍ର ସେ କ୍ରିକେଟର କେ.ଏଲ...

ରାତାରାତି ଶୋ’ରୁ ବାହାର ହେଲେ ଅନୁପମାଙ୍କ ଗେହ୍ଲା ପୁଅ

ବମ୍ବେ: ଷ୍ଟାର ପ୍ଲସରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ଅନୁପମା’ଙ୍କ ପ୍ରଶଂସକଙ୍କ ପାଇଁ ଖରାପ ଖବର। ଶୋ’ରେ ଅନୁପମାଙ୍କ ଗେହ୍ଲା ପୁଅ ଭାବେ ନଜର ଆସୁଥିବା ଅଭିନେତା...

ଏହି ଲୋକପ୍ରିୟ ଅଭିନେତ୍ରୀ ଦେଡ଼ଶୁରଙ୍କ ସହ କରିଛନ୍ତି ରୋମାଣ୍ଟିକ୍‌ ସିନ୍‌

ବଲିଉଡ ଫିଲ୍ମରେ ଅନେକ ଅଭିନେତା ଅଭିନେତ୍ରୀଙ୍କ ମଧ୍ୟରେ ଭଲ ସମ୍ପର୍କ ଥାଏ। କାମ ସମୟରେ ଅଭିନେତା ଏବଂ ଅଭିନେତ୍ରୀମାନଙ୍କ ମଧ୍ୟରେ ପ୍ରାୟତଃ ରୋମାଣ୍ଟିକ୍‌ ସିନ୍‌ ଦେଖିବାକୁ...

ଆମିର ଖାନ୍‌ଙ୍କୁ ଆସାମ ଗସ୍ତ ସ୍ଥଗିତ ରଖିବାକୁ କହିଲେ ବିଶ୍ୱଶର୍ମା

ଗୁଆହାଟୀ,୧୩ା୮: ଅଭିନେତା ଆମିର ଖାନ୍‌ଙ୍କ ଆସାମ ଗସ୍ତ ସ୍ଥଗିତ କରିବାକୁ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପରାମର୍ଶ ଦେଇଛନ୍ତି। ଆମିର ଆସନ୍ତା ୧୪ରେ ଗୁଆହାଟୀ ଯିବାକୁ ଯୋଜନା...

ମୁହଁ ଖୋଲିଲେ ପ୍ରଭାସ, କହିଲେ ‘ଅନୁଷ୍କା କେବଳ ଜଣେ ବନ୍ଧୁ’

ମୁମ୍ବାଇ: ଚଳଚ୍ଚିତ୍ର ବାହୁବଳୀର ସଫଳତା ପରେ ବଢ଼ିଛି ଦକ୍ଷିଣ ଭାରତୀୟ ସୁପରଷ୍ଟାର ପ୍ରଭାସଙ୍କ ଚାହିଦା। ଏଥିସହ ଫିଲ୍ମରେ ତାଙ୍କ ବିପକ୍ଷରେ ନାୟିକା ସାଜିଥିବା ଅନୁଷ୍କାଙ୍କ ସହ...

ଥିଏଟର ଗ୍ରୁପରେ କିରଣଙ୍କ ସହ ଦେଖା ହୋଇଥିଲା ଅନୁପମଙ୍କର

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିରଣ ଖେର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ୧୪ ଜୁନ ୧୯୫୨ରେ ସେ ପଞ୍ଜାବରେ ଜନ୍ମ ହୋଇଥିଲେ...

Advertisement
Archives

Model This Week