ଚୌଦ୍ୱାରରେ କାର୍‌ଗିଲ ବିଜୟ ଦିବସ ପାଳିିତ

ଚୌଦ୍ୱାର,୨୭।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଉଦ୍ଧାର ଫାଉଣ୍ଡେଶନ ପକ୍ଷରୁ କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍‌ଗିଲ ବିଜୟ ଦିବସରେ ସଂଗଠନର କର୍ମକର୍ତ୍ତା କାର୍‌ଗିଲ ଯୁଦ୍ଧରେ ସହିଦ ହୋଇଥିବା ଚୌଦ୍ୱାରର ବରପୁତ୍ର ଅମର ସ୍ବର୍ଗତ ରାଜକିଶୋର ସାହୁଙ୍କ ନୂଆସାହି ସ୍ଥିତ ପ୍ରତିମୂର୍ତ୍ତିକୁ ସଫେଇ କରି ଧୂପ, ଦୀପ, ଏବଂ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଦେଇଥିଲେ ଓ ବୀର ଯବାନ ରାଜକିଶୋର ସାହୁଙ୍କ ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସଂଗଠନର ଉପଦେଷ୍ଟା କିରଣବାଳା ନାୟକ, ସଭାପତି ନରୋତ୍ତମ ଦାସ, ଉପସଭାପତି ଦିଲ୍ଲୀପ କୁମାର ସାହୁ, କୋଷାଧ୍ୟକ୍ଷ ସଞ୍ଜୟ ମିଶ୍ର, ସହ-ସମ୍ପାଦକ କାହ୍ନୁଚରଣ ସେଠୀ, କାର୍ଯ୍ୟକାରୀ ସଦସ୍ୟ କେଦାରନାଥ ବେହେରା, ଆଶିଷ କୁମାର ସାମନ୍ତରାୟଙ୍କ ସହ ଚୌଦ୍ୱାର ଦମକଳ ବିଭାଗର କର୍ମଚାରୀମାନେ ଆସି ଅମର ରାଜକିଶୋର ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୁର୍ବକ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?