Posted inଜାତୀୟ

କାର୍ଗିଲ ବିଜୟର ୨୪ ବର୍ଷ, ବୀର ସୈନ୍ୟଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଆଜି ସମଗ୍ର ଦେଶ କାର୍ଗିଲ ବିଜୟ ଦିବସ ପାଳନ କରୁଛି। ୨୪ ବର୍ଷ ପୂର୍ବେ ୧୯୯୯ ଏହି ଦିନ କାର୍ଗିଲ ଶିଖରରେ ପ୍ରବେଶ କରିଥିବା ଶତ୍ରୁକୁ ଘଉଡାଇ ବିଜୟ ଘୋଷଣା କରିଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ସେନାର ବୀରମାନଙ୍କୁ ମନେ ପକାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଲେଖିଛନ୍ତି, କାର୍ଗିଲ ବିଜୟ ଦିବସ ଭାରତର ସେହି ଅଦ୍ଭୁତ ସାହସୀମାନଙ୍କ ବୀରତ୍ୱର ସାଗାକୁ ସାମ୍ନାକୁ ଆଣିଛନ୍ତି, ଯେଉଁମାନେ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣା ରହିବେ। ଏହି ବିଶେଷ ଦିନରେ ମୁଁ ତାଙ୍କୁ ପ୍ରଣାମ କରି ମୋର ହୃଦୟରୁ ନମସ୍କାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୩: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri