Posted inଜାତୀୟ

କାର୍ଗିଲରେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୬।୭: ସୋମବାର କାର୍ଗିଲ ବିଜୟ ଦିବସ ପାଳନ ହେବାକୁ ଯାଉଥିବା ବେଳେ ଏହାର ଦିନକ ପୂର୍ବରୁ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ କାର୍ଗିଲ ଜିଲାର ଦ୍ରାସ୍‌ ସେକ୍ଟରରେ ପହଞ୍ଚିଛନ୍ତି। କାର୍ଗିଲ ବିଜୟର ୨୨ତମ ବାର୍ଷିକୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦ୍ରାସ ସେକ୍ଟର ଗସ୍ତ କରି ୧୯୯୯ ଯୁଦ୍ଧ ବେଳେ ଦେଶ ପାଇଁ ପ୍ରାଣବଳି ଦେଇଥିବା ଭାରତର ବୀର ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ସେଥିପାଇଁ ରାଷ୍ଟ୍ରପତି ୪ ଦିନିଆ ଜମ୍ମୁ-କଶ୍ମୀର ଓ ଲଦାଖ ଗସ୍ତରେ ଯାଇ ରବିବାର ଶ୍ରୀନଗରରେ ପହଞ୍ଚତ୍ଛନ୍ତି। ଉପରାଜ୍ୟପାଳ ମନୋଜ ସିହ୍ନା ଓ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ୨୦୧୯ରେ ଖରାପ ପାଗ ଯୋଗୁ ରାଷ୍ଟ୍ରପତି ଦ୍ରାସ ଯାଇ ନ ପାରି ଶ୍ରୀନଗରସ୍ଥିତ ସେନାର ୧୫ କର୍ପସ ମୁଖ୍ୟାଳୟରେ ଥିବା ଯୁଦ୍ଧ ସ୍ମାରକୀଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?