ଘରେ ପରିବା ଧୋଉଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କରିସ୍ମା କପୁର ଆଜିକାଲି ଲାଇମଲାଇଟରୁ ଦୂରେଇ ରହିଛନ୍ତି। କିନ୍ତୁ ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। କରିସ୍ମା ସୋସିଆଲ ମିଡିଆରେ ନିଜର ଫଟୋ ଏବଂ ଭିଡିଓ ଶେୟାର କରି ସବୁବେଳେ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ଏହି ସମୟରେ ସେ ଏକ ନୂତନ ପୋଷ୍ଟ ପ୍ରଶଂସକଙ୍କ ପାଇଁ ଶେୟାର କରିଛନ୍ତି। କରୋନା କାରଣରୁ କରିସ୍ମା ବର୍ତ୍ତମାନ ଘରେ ପନିପରିବା ଧୋଇବା ଆରମ୍ଭ କରିଛନ୍ତି। ଏହାର ଫଟୋ ଏବଂ ଭିଡିଓ ସେ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଭିଡିଓରେ ତାଙ୍କୁ ଟମାଟୋ ଏବଂ କୋବି ଧୋଉଥିବାର ଦେଖିବାକୁ ମିଳୁଛି। ଏହାକୁ ପୋଷ୍ଟକରି ସେ କ୍ୟାପଶନରେ ଲେଖିଛନ୍ତି, ମୁଁ ଯେଉଁ କାମ କରିବାକୁ ସବୁଠୁ ବେସି ଭଲପାଏ ସେହି କାମ କରୁଛି। ପରିବାକୁ ଧୋଇବା ଏବଂ ଶୁଖାଇବା। କରିସ୍ମାଙ୍କ ଏହି ପୋଷ୍ଟରେ ପ୍ରଶଂସକମାନେ ନିଜର ପ୍ରତିକ୍ରିୟା ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ‘ଯଶୋଦା’ରେ ଆକ୍ସନ ଅବତାରରେ ଦେଖାଯିବେ ସାମନ୍ଥା, ପ୍ୟାନ ଇଣ୍ଡିଆରେ କରିବେ ଡେବ୍ୟୁ

ମୁମ୍ବାଇ: ସାଉଥ ଇଣ୍ଡଷ୍ଟ୍ରିର ମୋଷ୍ଟ ପପୁଲାର ଆକ୍ଟ୍ରେସ୍ ସାମନ୍ଥା ରୁଥ ପ୍ରଭୁ ଏବେ ଏକ ଦମଦାର ଫିଲ୍ମ ସହ ଫେରୁଛନ୍ତି । ଶୁକ୍ରବାର ଏହି ଫିଲ୍ମର...

ଆସନ୍ତା ଜାନୁୟାରୀରେ ବିବାହ କରିବେ ଆଥିଆ-ରାହୁଲ

ବଲିଉଡର ବହୁ ପ୍ରତୀକ୍ଷିତ ବିବାହ ମଧ୍ୟରୁ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର କେ.ଏଲ ରାହୁଲଙ୍କ ବିବାହ ରହିଛି। ଦୁହେଁ କେବେ ବିବାହ କରୁଛନ୍ତି ତାହାକୁ...

କ୍ୟାନସର୍‌ ଲଢେଇ ଜିତିଲେ ସଞ୍ଜୟ ଦତ୍ତ

ବଲିଉଡର ଅଭିନେତା ସଞ୍ଜୟ ଦତ୍ତ କ୍ୟାନସର୍‌ ଲଢେଇ ଜିତିଛନ୍ତି। ଏନେଇ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି କଷ୍ଟ ସମୟରେ ତାଙ୍କ ସହ ଛିଡା...

ଫ୍ରେଞ୍ଚ କଟ୍‌ ଦାଢ଼ି ପାଇଁ ଟ୍ରୋଲ ହେଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଅରୋରାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅର୍ଜୁନ କପୁର। ତେବେ ଅନେକେ ତାଙ୍କ ଯୋଡ଼ିକୁ ପସନ୍ଦ କରୁଥିବା ବେଳେ କେହି...

ଅନିଲଙ୍କୁ କାହିଁକି ୧୭ଥର ଚାପୁଡା ମାରିଥିଲେ ଜ୍ୟାକି

ମୁମ୍ବାଇ: ବଲିଉଡ୍‌ ନାୟକ ଅନିଲ କପୁରଙ୍କୁ ଜ୍ୟାକି ଶ୍ରଫ ୧୯୮୯ରେ ୧୭ ଥର ଚାପୁଡା ମାରିଥିଲେ। ହେଲେ କାହିଁକି ଏବେ ତା’ର ରାଜ୍‌ ଖୋଲିଛନ୍ତି ବଲିଉଡ୍‌...

ଆଇଫା ଆଓ୍ବାର୍ଡରେ ଘଟିଲା ଏମିତି, ନ ହସି ରହି ପାରିଲେନି ଦୀପିକା

ବହୁ ପ୍ରତୀକ୍ଷିତ ଆଇଫା ଆଓ୍ବାର୍ଡ ୨୦୧୯ ବୁଧବାର ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ବଲିଉଡ୍‌ ଅଭିନେତ୍ରୀ, ଅଭିନେତାଙ୍କ ଜଲ୍‌ଓ୍ବା ଦେଖିବାକୁ ମିଳିଥିଲା। ଗ୍ରୀନ୍‌ କାର୍ପେଟ୍‌ ଉପରେ...

ଏହି ନିର୍ଦ୍ଦେଶକ ଏବେ ଠେଲାରେ ବିକୁଛନ୍ତି ପରିବା, ଜାଣନ୍ତୁ ତାଙ୍କ ଦୁଃଖଭରା କାହାଣୀ

ମୁମ୍ବାଇ:  କେତେକ ଟେଲି ସିରିୟଲ ଏବଂ ଫିଲ୍ମରେ ନିର୍ଦ୍ଦେଶନା ଦେଇ ବେଶ୍‌ ପରିଚିତି ଲାଭ କରିଥିବା ନିର୍ଦ୍ଦେଶକ ରାମଭ୍ରିକ୍‌ ଗୌର ଆଜି ଠେଲା ଗାଡ଼ିରେ ପରିବା...

ଡିସେମ୍ବର ୧୧ରୁ ପୁଣି ଶୋ’ରୁ ଛୁଟିନେବେ କପିଲ୍‌

କମେଡି କିଙ୍ଗ୍‌ କପିଲ ଶର୍ମା ଖୁବ୍‌ ଶୀଘ୍ର ବାପା ହେବାକୁ ଯାଉଛନ୍ତି। କିଛିମାସ  ତଳେ ସ୍ତ୍ରୀ ଗିନି ଚତ୍‌ରଥଙ୍କ ସହିତ ସମୟ କାଟିବା ପାଇଁ ‘ଦ...

Advertisement
Archives

Model This Week