ଆଜି ହାତକୁ ଦି’ହାତ ହେବେ କରିସ୍ମା

ମୁମ୍ବାଇ: ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ଟେଲି ଅଭିନେତ୍ରୀ କରିସ୍ମା ତନ୍ନା। ସେ ତାଙ୍କ ଦୀର୍ଘ ଦିନର ବୟଫ୍ରେଣ୍ଡ ବରୁଣ ବଙ୍ଗେରାଙ୍କୁ ବିବାହ କରିବେ। ଏଥିଲାଗି ସମସ୍ତ ପ୍ରସ୍ତୁତି ସରିଯାଇଛି। ଗତ କାଲି ତାଙ୍କର ହଳଦୀ ରସମ୍‌ ହୋଇଥିଲା। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ତେବେ ଟିଭି ଷ୍ଟାର ହେବା ସତ୍ତ୍ୱେ ସେ ଲାଇମଲାଇଟ ଠାରୁ ଦୂରେଇ ରହିଥିବା ଜଣେ ବିଜନେସ ମ୍ୟାନଙ୍କୁ ଲାଇଫ ପାର୍ଟନର ଭାବେ ବାଛିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ କପଡା ଫ୍ୟାକ୍ଟ୍ରିରେ କାମ କରୁଥିଲେ ଏହି ଅଭିନେତା: ଏବେ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାଉଥ୍‌ ସିନେମାର ପ୍ରସିଦ୍ଧ ଅଭିନେତା ସୂର୍ଯ୍ୟା ୪୯ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ସୂର୍ଯ୍ୟ ଜୁଲାଇ ୨୩, ୧୯୭୫ରେ ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ।...

ଗ୍ୟାଙ୍ଗଷ୍ଟର ଭୂମିକାରେ ମୋନା

ମୁମ୍ବାଇ: ଅଭିନେତ୍ରୀ ମୋନା ସିଂ କେବଳ ଟିଭି ପରଦାରେ ନୁହେଁ ବରଂ ବଲିଉଡ୍‌ରେ ମଧ୍ୟ ନିଜ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ତାଙ୍କୁ ଗୋଟିଏ...

ଅରମାନ-କ୍ରିତିକାଙ୍କ ଭିଡିଓ ଭାଇରାଲ ହେବା ପରେ ବ୍ୟାନ୍‌ ହେବ Bigg Boss OTT 3! ସରକାରଙ୍କୁ ଏହି ନିବେଦନ କଲେ ଶିବସେନା ନେତା

ମୁମ୍ବାଇ,୨୨।୭: ବିଗ୍‌ ବସ୍‌ ଓଟିଟି ସିଜିନ୍‌ରେ ଅରମାନ ମଲିକ-କ୍ରିତିକା ମଲିକଙ୍କ ବିଷୟରେ ଚର୍ଚ୍ଚା ହେଉଛି। ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା,...

ଅମୀରଙ୍କଠାରୁ ଛାଡ଼ପତ୍ର ପରେ ବହୁତ ଖୁସି ଅଛନ୍ତି କିରଣ, କହିଲେ ମୁଁ କେବେ ବି…

ମୁମ୍ବାଇ: ମିଷ୍ଟର ପରଫେକ୍ସନିଷ୍ଟ ଅମୀର ଖାନ ତାଙ୍କ ଚଳଚ୍ଚିତ୍ର ତଥା ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ରହିଛନ୍ତି। ସେ ଥରେ ନୁହେଁ ଦୁଇଥର ବିବାହ କରିଥିଲେ...

‘ଛାଡପତ୍ର ସ୍ବର୍ଗରେ ସ୍ଥିର ହୋଇଥାଏ,ବିବାହ ନର୍କରେ’, ନତାଶା-ହାର୍ଦ୍ଦିକ ଅଲଗା ହେବା ପରେ…

ମୁମ୍ବାଇ,୨୧।୭: ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା(ଆରଜିଭି) ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ଅଲଗା ହେବାର ଘୋଷଣା ପରେ ଖୁବ ଶୀଘ୍ର ବିବାହ ଏବଂ...

୫୬ ବର୍ଷରେ ବାପା ହେବେ ଅକ୍ଷୟ କୁମାର

ମୁମ୍ବାଇ: ଜଣାଶୁଣା ବଲିଉଡ୍‌ ଅଭିନେତା ତଥା ଖିଲାଡ଼ି ବୟ ଅକ୍ଷୟ କୁମାର ବାପା ହେବାକୁ ଯାଉଛନ୍ତି। ତାଙ୍କ ଅଭିନେତ୍ରୀ ତଥା ଲେଖିକା ସ୍ତ୍ରୀ ଟ୍ବିଙ୍କଲ୍‌ ଖାନ୍ନା...

ଶାହାରୁଖଙ୍କୁ ଲାତ ମାରି ଖଟରୁ ଗଳାଇ ପକାଇଥିଲେ ସଲମାନ, କାରଣ ଜାଣିଲେ…

ମୁମ୍ବାଇ: ଉଭୟ ଖାନ୍‌ ସଲମାନ ଏବଂ ଶାହାରୁଖ ବିଗତ ବର୍ଷରୁ ଇଣ୍ଡଷ୍ଟ୍ରିରେ ରାଜ୍‌ କରିଆସୁଛନ୍ତି। ଉଭୟଙ୍କୁ ଫଲୋ କରୁଥିବା ପ୍ରଶଂସକ ମଧ୍ୟ ବହୁତ ଷ୍ଟ୍ରଙ୍ଗ୍‌। ଏଭଳି...

୪୮ ବର୍ଷ ବୟସରେ ପ୍ରେମିକ ଖୋଜୁଛନ୍ତି ଅଭିନେତ୍ରୀ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ସୁସ୍ମିତା ସେନ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ୪୮ ବର୍ଷରେ ସେ ଏପର୍ଯ୍ୟନ୍ତ ବିବାହ କରିନାହାଁନ୍ତି। ୧୬ ବର୍ଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri