ଲୁଚାଛପାରେ ସରିଲାଣି ନିର୍ବନ୍ଧ

ବମ୍ବେ: ଖୁବ୍‌ଶୀଘ୍ର ଖୁସିଖବର ଦେଇପାରନ୍ତି ଟେଲି ଅଭିନେତ୍ରୀ କରିସ୍ମା ତନ୍ନା। କିଛିଦିନ ଧରି ସେ ଛୋଟ ପରଦାରୁ ଦୂରେଇ ଯାଇ ନିଜର ବ୍ରେକ୍‌କୁ ଉପଭୋଗ କରୁଛନ୍ତି। ଏସବୁ ମଧ୍ୟରେ ତାଙ୍କ ଜୀବନରେ କେହି ଖାସ୍‌ ଲୋକ ଆସିଯାଇଥିବା ନେଇ ଚର୍ଚ୍ଚା ହେଉଥିଲା। ଏବେ ତାଙ୍କୁ ନେଇ ନୂଆ ଚର୍ଚ୍ଚା ହେଉଛି। ତଦନୁଯାୟୀ ସେ ଏକ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ ବରୁଣ ବଙ୍ଗେରାଙ୍କୁ ଡେଟ୍‌ କରୁଥିଲେ। ଆଜି ଉଭୟ ନିର୍ବନ୍ଧ କରିନେଇଛନ୍ତି। ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଶୁଭେଚ୍ଛା ଲେଖାଥିବା ଏକ କେକ୍‌ର ଫଟୋ ଶେୟାର କରିଛନ୍ତି।

କରିସ୍ମା-ବରୁଣ ପରସ୍ପରକୁ ଜଣେ ବନ୍ଧୁଙ୍କ ଜରିଆରେ ଜାଣଇଥିଲେ। ସେବେଠାରୁ ଉଭୟଙ୍କ ମଧ୍ୟରେ ଆନ୍ତରିକତା ବଢ଼ିଥିଲା। କିଛିଦିନ ଧରି ସେମାନେ ପରସ୍ପରକୁ ଡେଟ୍‌ କରି ଆସୁଥିଲେ। ଏକାଠି ଛୁଟି କଟାଇବାଠାରୁ ଆରମ୍ଭ କରି ପରସ୍ପର ସହ ଅଧିକ ସମୟ ବିତାଉଥିଲେ ସେ। ଏବେ ସମ୍ପର୍କକୁ ଆଉ ପାଦେ ଆଗକୁ ନେଇ ସେମାନେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ରେ ପଡିବନି ହାତଗଣ୍ଠି

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ଏପ୍ରିଲ ୧୪ରେ ବିବାହ ବନ୍ଧନରେ ବାନ୍ଧି ହେବାକୁ...

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର...

‘ଧଡକନ’ଫିଲ୍ମର ସିକ୍ୱୁଏଲରେ ନିଜ ପୁଅକୁ ଦେଖିବାକୁ ଚାହୁଁଛନ୍ତି ସୁନିଲ

ମୁମ୍ବାଇ: ଅକ୍ଷୟ କୁମାର, ସୁନିଲ ସେଟ୍ଟି ଓ ଶିଳ୍ପା ସେଟ୍ଟିଙ୍କ ଅଭିନୀତ ଫିଲ୍ମ ‘ଧଡକନ’ ଦିନେ ବକ୍ସ ଅଫିସରେ ଭଲ ବିଜନେସ୍‌ କରିଥିବା ବେଳେ ଦର୍ଶକେ...

ଏଥର ଡବଲ ରୋଲ୍‌

ଅଭିନେତା ଜ୍ୟୋତିଙ୍କ ଖୁସି କହିଲେ ନ ସରେ। କାରଣ ଓଡ଼ିଆ ସିନେମାରେ ସେ ପ୍ରଥମ ଥର ପାଇଁ ଡବଲ ରୋଲ୍‌ରେ ଅଭିନୟ କରିବେ। ଫିଲ୍ମଟି ହେଲା...

‘ବାଗି ୩’ ରିଲିଜ୍‌ ହେବା ପରେ ବୋହୂ ବେଶରେ ନଜର ଆସିଲେ ଅଙ୍କିତା

ମୁମ୍ବାଇ: ଟେଲିଭିଜନ ଦୁନିଆରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଙ୍କିତା ଲୋଖଣ୍ଡେ ଏବେ ବଲିଉଡ୍‌ ଦୁନିଆରେ ଦର୍ଶକଙ୍କ ଦୃଷ୍ଟ ଆକର୍ଷଣ କରିଛନ୍ତି। ‘ମଣିକର୍ନିକା’ରେ...

୮୦୦ କୋଟି ବଜେଟ୍‌ରେ ନିର୍ମିତ ହେବ ରାଜାମୌଲିଙ୍କ ଫିଲ୍ମ, ସାଇନ କଲେ ଆଲିଆ

ମୁମାଇ: ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ- ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ରିଲିଜ୍‌ ହୋଇଯାଇଛି। ଯାହା ଏବେ ବକ୍ସ ଅଫିସରେ ଦମ୍‌ଦାର ପ୍ରର୍ଦଶନ...

ଶାହାରୁଖଙ୍କ ଗୀତରେ ଡ୍ୟାନ୍ସ କଲେ ଚାଇନାର ଏହି କୁନି ବାଳକ

ମୁମ୍ବାଇ: ଚାଇନାର ଜଣେ ଶିଶୁଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ପିଲାଟି କିଙ୍ଗଖାନ୍‌ ଶାହାରୁଖଙ୍କ ଫିଲ୍ମ ‘ମହୋବତ’ର ଗୀତ ‘ଆଁଖେ...

ନିଜ ଝିଅକୁ ଭୟ କରନ୍ତି ଏହି ଲୋକପ୍ରିୟ ଅଭିନେତା, ଜାଣନ୍ତୁ କାହିଁକିି

ବଲିଉଡ ଅଭିନେତା ଚଙ୍କି ପାଣ୍ଡେ ନିଜର ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ତାଙ୍କ ପରି ଝିଅ ଅନନ୍ୟା ପାଣ୍ଡେ ମଧ୍ୟ ଇଣ୍ଡଷ୍ଟ୍ରିରେ ଧୀରେ ଧୀରେ ନାଁ...

Advertisement
Archives

Model This Week