କରିସ୍ମାଙ୍କୁ ଶାଶୁ ମାରିଥିଲେ ଚାପୁଡ଼ା

ବମ୍ବେ: ଏକ ସମୟରେ କରିସ୍ମା କପୁର ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ଥିଲେ। ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ଫିଲ୍ମ ଦେଇ ସେ ପ୍ରଶଂସକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ନିଜର କ୍ୟାରିୟରରେ ଅନେକ ବଡ଼ ହିରୋଙ୍କ ସହ କାମ କରିଥିଲେ ସେ। ହେଲେ ଅଭିନୟ ଦୁନିଆରେ ସେ ଯେତିକି ସଫଳ ଥିଲେ ବ୍ୟକ୍ତିଗତ ଜୀବନରେ ସେତିକି ବିବାଦୀୟ ଥିଲେ।

ଏକାଧିକ ବାର ପ୍ରେମରେ ବିଫଳ ହେବା ପରେ ଦିଲ୍ଲୀର ବ୍ୟବସାୟୀ ସଞ୍ଜୟ କପୁରଙ୍କୁ ବିବାହ କରିଥିଲେ। ଦୁଇ ସନ୍ତାନ ହେବା ପରେ ମଧ୍ୟ ଉଭୟ ଅଲଗା ହୋଇଯାଇଥିଲେ। ବିବାହ ବିଚ୍ଛେଦ ପରେ କରିସ୍ମା ନିଜର ବୈବାହିକ ଜୀବନକୁ ନେଇ ଅନେକ ଖୁଲାସା କରିଥିଲେ। ସେଥିରୁ ଗୋଟିଏ ଥିଲା ଶାଶୁଙ୍କୁ ନେଇ।
କରିସ୍ମାଙ୍କୁ ସଞ୍ଜୟ ଦୁର୍ବବ୍ୟହାର କରିବା ସହ ମାର୍‌ପିଟ୍‌ କରୁଥିଲେ। ଏକଦା କରିସ୍ମାଙ୍କ ଶାଶୁ ତାଙ୍କୁ ଏକ ଡ୍ରେସ୍‌ ଉପହାରରେ ଦେଇଥିଲେ। ହେଲେ ସେ ଗର୍ଭବତୀ ଥିବା ଯୋଗୁ ଡ୍ରେସ୍‌ଟି ଫିଟ୍‌ ଆସି ନ ଥିଲା। ସେତେବେଳେ ସଞ୍ଜୟ ତାଙ୍କ ମା’ଙ୍କୁ କରିସ୍ମାଙ୍କୁ ଚାପୁଡ଼ା ମାରିବାକୁ କହିଥିଲେ।

୨୦୦୨ରେ କରିସ୍ମା ବିବାହ କରିଥିବା ବେଳେ ୨୦୧୪ରେ ସଞ୍ଜୟଙ୍କଠାରୁ ଅଲଗା ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri