କରିସ୍ମାଙ୍କ ଫିଟ୍‌ନେସ୍‌ ରାଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ଆଜିବି ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି। ୫୧ ବର୍ଷ ବୟସରେ ମଧ୍ୟ କରିସ୍ମାଙ୍କ ଚମକ ଏବଂ ଫିଟ୍‌ନେସ୍‌ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ସେ ଏବେବି ଆଗଭଳି ଫିଟ୍‌ ଏବଂ ଆତ୍ମବିଶ୍ୱାସୀ ଅଛନ୍ତି। ରେଡ୍‌ କାର୍ପେଟରେ ହେଉ କିମ୍ବା ଜିମ୍‌ରେ, କରିସ୍ମା ସର୍ବଦା ତାଙ୍କ ଫିଟ୍‌ନେସ୍‌ ସହ ଦର୍ଶକଙ୍କ ମନ ଜିଣିଛନ୍ତି। ସେ ତାଙ୍କ ଫିଟ୍‌ନେସ୍‌ ଏବଂ ଡାଏଟ ପ୍ଲାନ ଉପରେ ବିଶେଷ ଧ୍ୟାନ ଦିଅନ୍ତି। କରିସ୍ମାଙ୍କ ୱାର୍କଆଉଟ ରୁଟିନ ଯୋଗକୁ ବିଶେଷ ଧ୍ୟାନ ଦିଅନ୍ତି। ଜିମ୍‌ରେ ଘଣ୍ଟା ଘଣ୍ଟା ବିତାଇବା ପରିବର୍ତ୍ତେ ସେ ଘରେ ଶିଡ଼ି ଚଢ଼ି ନିଜକୁ ଫିଟ୍‌ ରଖନ୍ତି।
ପାଞ୍ଚରୁ ଛଅ ଦିନ ବ୍ୟାୟାମ ଏବଂ ଯୋଗ ପରେ କରିସ୍ମା ସପ୍ତାହରେ ଥରେ ଆରାମ ପାଇଁ ମସାଜ୍‌ ଉପଭୋଗ କରନ୍ତି। ଏହା ମାଂସପେଶୀକୁ ଦୃଢ଼ କରେ। ଏକ ପଞ୍ଜାବୀ ପରିବାରରୁ ଆସିବା ସତ୍ତ୍ୱେ କରିସ୍ମା ଏକ ସନ୍ତୁଳିତ ଖାଦ୍ୟ ବଜାୟ ରଖନ୍ତି। ସେ ସକାଳ ଖାଦ୍ୟ ପାଇଁ ଅଣ୍ଡା ଏବଂ ଟୋଷ୍ଟ ପସନ୍ଦ କରନ୍ତି। ମଧ୍ୟାହ୍ନଭୋଜନରେ ସରଳ ଭାତ, ରୁଟି, ପନିପରିବା ଏବଂ ଦହି ସାମିଲ କରନ୍ତି। ସେ ତାଙ୍କ ଖାଦ୍ୟରେ ସାମୁଦ୍ରିକ ମାଛ ସାମିଲ କରନ୍ତି। ଖାଦ୍ୟରେ କଦଳୀ, କିୱି, ଆମ୍ବ ଏବଂ ବେରି ଭଳି ଫଳ ସାମିଲ କରନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri