କର୍ଲାମୁଣ୍ଡାର ଗୌରବ ସୌମ୍ୟାରାଣୀ: ପ୍ରଥମ ମହିଳା ଭାବେ ଯୋଗଦେବେ ସିଆର୍‌ପିଏଫ୍‌ରେ

କର୍ଲାମୁଣ୍ଡା,୨୬ା୧: କଳାହାଣ୍ଡି ଜିଲା କର୍ଲାମୁଣ୍ଡାର ଝିଅ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ରେ ଯୋଗଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ ବ୍ଲକ ଅନ୍ତର୍ଗତ ସର୍ଗୁଲ ଗ୍ରାମର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ ଝିଅ ସୌମ୍ୟରାଣୀ ହୋତା (୨୦)। ସୌମ୍ୟାରାଣୀ ରିଷିଡ଼ା ଜଗନ୍ନାଥ ଡିଗ୍ରୀ କଲେଜରୁ ଚଳିତବର୍ଷ ସ୍ନାତକରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯବାନ ହେବା ଲକ୍ଷ୍ୟରଖି ସେ କଠିନ ପରିଶ୍ରମ କରିଆସୁଥିଲେ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ସେ କର୍ଲାମୁଣ୍ଡା ବ୍ଲକର ପ୍ରଥମ ମହିଳା ଯବାନ ହେବାର ଗୌରବ ଅର୍ଜନ କରିଛନ୍ତି। ମା’ବାପାଙ୍କ ପ୍ରେରଣା ତାଙ୍କୁ ଏହି ସଫଳତା ଦେଇଥିବା ସୌମ୍ୟାରାଣୀ ପ୍ରକାଶ କରିଛନ୍ତି। ଏଥିପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri