Posted inଜାତୀୟ

କର୍ନାଟକରେ ଗଣେଶ ପୂଜା ପାଇଁ ଆସିଲା ଗାଇଡ୍‌ଲାଇନ

ବେଙ୍ଗାଲୁରୁ,୬।୫: ଗଣେଶ ପୂଜା ପାଇଁ କର୍ନାଟକରେ ଜାରି ହେଲା ନୂଆ ଗାଇଡ୍‌ଲାଇନ । ଗାଇଡ୍‌ଲାଇନ ଅନୁସାରେ କୋଭିଡ ସଂକ୍ରମଣ ହାର ୨ ପ୍ରତିଶତରୁ କମ୍‌ ଥିବା ଜିଲାରେ ପୂଜା ହୋଇପାରିବ। କିନ୍ତୁ ଏହି ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ, ଶୋଭଯାତ୍ରା ଉପରେ କଟକଣା ରହିଛି। କର୍ନାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବମାଇ ଏହି ସୂଚନା ଦେଇଛନ୍ତି।

ଗାଇଡ୍‌ଲାଇନରେ ସଂଗଠନର କର୍ମକର୍ତ୍ତାମାନଙ୍କୁ ଟିକା ନେବାକୁ କୁହାଯାଇଛି। ସେପ୍ଟେମ୍ବର ୧୦ରୁ କର୍ନାଟକରେ ପାଞ୍ଚଦିନ ପାଇଁ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ। ୨୦ଜଣ ଲୋକଙ୍କୁ ଏକା ସଙ୍ଗେ ମଣ୍ଡପକୁ ପ୍ରବେଶ ଲାଗି ଅନୁମତି ଦିଆଯାଇଛି। ଘରୋଇ ମୂର୍ତ୍ତିର ଉଚ୍ଚତା ୨ଫୁଟ ରହିବା ବେଳେ ମଣ୍ଡପର ମୂର୍ତ୍ତିଗୁଡ଼ିକର ଉଚ୍ଚତା ୪ ଫୁଟ ରହିବ। ସେହିପରି ୫୦ଫୁଟ ରହିବ ପ୍ୟାଣ୍ଡଲର ଉଚ୍ଚତା । ଭସାଣିରେ ସାଂସ୍କୃତିକ ଶୋଭାଯାତ୍ରାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଶିକ୍ଷାନୁଷ୍ଠାନରେ ପୂଜା ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri