Posted inଜାତୀୟ

ଜୀବନ ନେଇପାରେ ଗୁପ୍‌ଚୁପ୍‌, ହୋଇପାରେ କ୍ୟାନ୍ସର

ନୂଆଦିଲ୍ଲୀ, ୦୩।୦୭: ଭାରତୀୟଙ୍କ ପସନ୍ଦର ସ୍ନାକ୍ସ ଭିତରେ ଗୁପ୍‌ଚୁପ୍‌ ମଧ୍ୟ ରହିଛି । କିନ୍ତୁ ଏହି ଗୁପ୍‌ଚୁପ୍‌କୁ ନେଇ ଏକ ଚମକାଇ ଦେଲାଭଳି ଖବର ସାମ୍ନାକୁ ଆସିଛି । ନିକଟରେ କର୍ଣ୍ଣାଟକର ସ଼୍ବାସ୍ଥ୍ୟ ବିଭାଗ ଏକ ସର୍ଭେ କରିଥିଲା । ଏହି ସର୍ଭେରେ କିଛି ଫୁଡ୍‌ ସାମ୍ପଲ୍‌ ସଂଗ୍ରହ କରି ପରୀକ୍ଷା କରାଯାଥିଲା । ଏଥିରେ ଗୁପ୍‌ଚୁପ୍‌ରେ କେତେକ ପ୍ରକାରର କେମିକାଲ୍ସ ମିଶାଯାଉଥିବା ଜଣାପଡ଼ିଥିଲା । ଯାହାକି କି ଶରୀରେ କ୍ୟାନ୍ସର ସୃଷ୍ଟି କରିପାରେ ।

ସ଼୍ବାସ୍ଥ୍ୟ ବିଭାଗ ରାଜ୍ୟର ବିଭିନ୍ନ ସ୍ଥାନରୁ ଗୁପ୍‌ଚୁପ୍‌ର ୨୫୦ ସାମ୍ପଲ ସଂଗ୍ରହ କରିଥିଲା । ଯାଞ୍ଚ ପରେ ୪୦ ସାମ୍ପଲ ଫୁଡ୍‌ ଷ୍ଟାଣ୍ଡାର୍ଡ ସର୍ତ୍ତ ପୁରୁଣ କରିପାରିନଥିଲା । ମିଡିଆ ରିପୋର୍ଟ ଅନୁସାରେ, ଯାଞ୍ଚ ସମୟରେ ଏହାର ନମୁନାରୁ କ୍ୟାନ୍ସର ସୃଷ୍ଟି କରୁଥିବା କେମିକାଲ୍‌ ମିଳିଥିଲା । ଏଥିରେ ବ୍ରିଲିଏଣ୍ଟ ବ୍ଲୁ, ଟାଷ୍ଟ୍ରେଜିନ୍‌ ଏବଂ ସନ୍‌ସେଟ୍‌ ୟେଲୋ ଭଳି ପଦାର୍ଥ ରହିଥିଲା । କୁହାଯାଉଛି କି ଏହି କେମିକାଲ୍‌ ଥିବା ଖାଦ୍ୟ ନିୟମିତ ଖାଇଲେ ଏହା ଶରୀରକୁ କ୍ଷତି ପହଞ୍ଚାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri