Posted inଜାତୀୟ

କର୍ନାଟକରେ ୧୫୦ସିଟ୍‌ ହାତେଇବ କଂଗ୍ରେସ: ରାହୁଲ

ବେଙ୍ଗାଲୁରୁ,୨୮।୪:କର୍ନାଟକରେ ଆସନ୍ତା ୧୦ତାରିଖରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବାକୁ ଯାଉଛି। ତେବେ ନିର୍ବାଚନ ପୂର୍ବରୁ ନିଜ ଦଳ ସପକ୍ଷରେ ଭୋଟ ହାତେଇବା ପାଇଁ ନେତାମାନେ ଅନେକ ପ୍ରତିଶ୍ରୁତି ଦେଉଛନ୍ତି। ଏହିକ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର କହିଛନ୍ତି ଯେ, ରାଜ୍ୟରେ ବିଭିନ୍ନ ବିଭାଗରେ ୫୦ହଜାର ପଦବୀ ଖାଲି ପଡିଛି। ତେବେ କଂଗ୍ରେସ ସରକାରକୁ ଆସିଲେ ଏହି ୫୦ହଜାର ପଦବୀ ପୂରଣ କରିବ। ଆମ ଦଳ କ୍ଷମତାକୁ ନିଶ୍ଚୟ ଆସିବ। କଂଗ୍ରେସକୁ ଅତିକମ୍‌ରେ ୧୫୦ଟି ସିଟ୍‌ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?