Posted inଜାତୀୟ

କର୍ନାଟକରେ ମୁସଲମାନଙ୍କୁ ମିଳୁଥିବା ୪ ପ୍ରତିଶତ ସଂରକ୍ଷଣ ଶେଷ

ବେଙ୍ଗାଲୁରୁ,୨୭ ।୩: କର୍ନାଟକର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ରାଜ୍ୟରେ ମୁସଲମାନଙ୍କୁ ଦିଆଯାଉଥିବା ୪ ପ୍ରତିଶତ ସଂରକ୍ଷଣକୁ ଶେଷ କରିଛନ୍ତି । ସରକାର ଏହି ସଂରକ୍ଷଣକୁ ରଦ୍ଦ କରି ଏହାକୁ ଦୁଇ ପ୍ରମୁଖ ସମ୍ପ୍ରଦାୟ ଭିରଶୈବ-ଲିଙ୍ଗାୟତ ଓ ଭୋକାଲଗା ମଧ୍ୟରେ ବାଣ୍ଟି ଦେଇଛନ୍ତି । ଏହି ନିଷ୍ପତ୍ତି ସହିତ ଭାଜପା ସରକାର ୧୦ ପ୍ରତିଶତ ମୁସଲମାନଙ୍କୁ ଆର୍ଥିକ ଦୁର୍ବଳ ବିଭାଗ(ଇଡବ୍ଲୁଏସ) ବର୍ଗକୁ ଟ୍ରାନ୍ସଫର କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଏବେ ଭୋକାଲିଗା ସମ୍ପ୍ରଦାୟକୁ ମିଳୁଥିବା ସଂରକ୍ଷଣ ୪ ପ୍ରତିଶତରୁ ବଢାଇ ୬ ପ୍ରତିଶତ କରି ଦିଆଯାଇଛି । ପଞ୍ଚମସାଲିୟୋଁ ଭିରଶୈବୋଂ ଓ ଅନ୍ୟ ଲିଙ୍ଗାୟତ ଶ୍ରେଣୀଙ୍କ ପାଇଁ କୋଟା ୫ ପ୍ରତିଶତରୁ ବଢାଇ ୭ ପ୍ରତିଶତ କରି ଦିଆଯାଇଛି । ମୁସଲମାନ ସମ୍ପ୍ରଦାୟକୁ ଏବେ ଆର୍ଥିକ ଭାବେ ଦୁର୍ବଳ (ଇଡପ୍ଲୁଏସ) କୋଟା ଆଧାରରେ ସଂରକ୍ଷଣ ମିଳିବ । ଏହି କ୍ୟାଟାଗୋରୀରେ ମୁସଲମାନଙ୍କୁ ବ୍ରାହ୍ମଣ, ବୈଶ୍ୟ, ମୁଦାଲିୟର, ଜୈନ ଓ ଅନ୍ୟ ସମ୍ପ୍ରଦାୟ ସହ ୧୦ ପ୍ରତିଶତ ଇଡବ୍ଲୁଏସ କୋଟା ପାଇଁ ଲଢିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri