Posted inଜାତୀୟ

କର୍ନାଟକ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ୬୫ ପ୍ରତିଶତ ମତଦାନ, ସାଢେ ୬ଟାରେ ଏକଜିଟ ପୋଲ

ବେଙ୍ଗାଲୁରୁ,୧୦।୫: କର୍ନାଟକ ବିଧାନସଭା ପାଇଁ ସମସ୍ତ ୨୨୪ ଆସନରେ ଭୋଟ ଗ୍ରହଣ ଜାରି ରହିଛି। ନିର୍ବାଚନ କମିଶନଙ୍କ ପକ୍ଷରୁ ଭୋଟ ଗ୍ରହଣ ପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥର ନିର୍ବାଚନ ମଇଦାନରେ କେତେଜଣ ବଡ ବଡ ନେତା ରହିଛନ୍ତି। ନିଜେ ମୁଖ୍ୟମନ୍ତ୍ରୀ ବସବରାଜ ବୋମଇ ନିର୍ବାଚନ ଲଢୁଛନ୍ତି। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, କଂଗ୍ରେସ ଅଧ୍ୟକ୍ଷ ଡିକେ ଶିବକୁମାର, ଜେଡିଏସ ମୁଖ୍ୟ ଏଚଡି କୁମାରସ୍ବାମୀଙ୍କ ଭଳି ବଡ ବଡ ନେତା ରହିଛନ୍ତି।
ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ସନ୍ଧ୍ୟା ୫ଟା ସୁଦ୍ଧା କର୍ନାଟକରେ ୬୫.୫୮ ପ୍ରତିଶତ ମତଦାନ ହୋଇଛି। ବିବିଏମପି ଦକ୍ଷିଣ ଜିଲାକୁ ବାଦଦେଲେ ସମସ୍ତ ଜିଲାରେ ୫୦ ପ୍ରତିଶତରୁ ଅଧିକ ମତଦାନ ହୋଇଛି।
ମତଦାନ ଶେଷ ହେବା ପରେ ପରେ ୬ଟା ୩୦ରେ ସମସ୍ତ ଏଜେନ୍ସି ଓ ନ୍ୟୁଜ ଚ୍ୟାନେଲ ପକ୍ଷରୁ ଏକଜିଟ ପୋଲ ଜାରି କରି ଦିଆଯିବ। ଏଥିରେ ଅନୁମାନ ଲଗାଯିବ ଯେ କର୍ନାଟକରେ ହୋଇଥିବା ନିର୍ବାଚନରେ କ’ଣ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?