Posted inଜାତୀୟ

ବୁଧବାର କର୍ନାଟକ ବିଧାନସଭା ନିର୍ବାଚନ, ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ୧୦୮୭ ଜଣ କୋଟିପତି…

ବେଙ୍ଗାଲୁରୁ,୯।୫ : କର୍ନାଟକ ବିଧାନସଭା ନିର୍ବାଚନ ବୁଧବାର ହେଉଛି। ରାଜ୍ୟର ସମସ୍ତ ୨୨୪ଟି ଆସନରେ ମତଦାନ ଅନୁଷ୍ଠିତ ହେବ। ଏହାର ଫଳାଫଳ ଶନିବାର ଦିନ ପ୍ରକାଶ ପାଇବ। ନିର୍ବାଚନ ମଇଦାନରେ ମୋଟ ୨୬୧୫ ଜଣ ପ୍ରାର୍ଥୀ ଅଛନ୍ତି। ବେଲଗାମ ଜିଲାର ୧୮ ଟି ବିଧାନସଭା ଆସନରୁ ସର୍ବାଧିକ ୧୮୭ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରେ ୧୦୮୭ ଜଣ କୋଟିପତି ଅଛନ୍ତି।

ପ୍ରାର୍ଥୀଙ୍କ ହାରାହାରି ଧନ ୧୨ କୋଟିରୁ ଅଧିକ। ଚାରିଜଣ ପ୍ରାର୍ଥୀ ଏଭଳି ଅଛନ୍ତି, ଯେଉଁମାନଙ୍କର ସମ୍ପତ୍ତି ଏକ ହଜାର କୋଟିରୁ ଅଧିକ। ୫୯୨ ଜଣ ପ୍ରାର୍ଥୀଙ୍କ ସମ୍ପତ୍ତି ପାଞ୍ଚ କୋଟି ଅବା ଏହାଠାରୁ ଅଧିକ ରହିଛି।
୨୭୨ ପ୍ରାର୍ଥୀଙ୍କ ସମ୍ପତ୍ତି ୨ କୋଟିରୁ ୫ କୋଟି ମଧ୍ୟରେ ରହିଛି। ୪୯୩ ପ୍ରାର୍ଥୀଙ୍କ ପାଖରେ ୫୦ ଲକ୍ଷରୁ ୨ କୋଟି ଟଙ୍କା ପର୍ଯ୍ୟନ୍ତ ସମ୍ପତ୍ତି ରହିଛି। ୫୭୮ ପ୍ରାର୍ଥୀ ସେମାନଙ୍କର ନିର୍ବାଚନୀ ସତ୍ୟପାଠରେ ଘୋଷଣା କରିଛନ୍ତି, ସେମାନଙ୍କର ସମ୍ପତ୍ତି ୧୦ ଲକ୍ଷରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି। ୬୫୧ ଜଣ ପ୍ରାର୍ଥୀଙ୍କ ସମ୍ପତ୍ତି ୧୦ ଲକ୍ଷ ଟଙ୍କାରୁ କମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri