Posted inଜାତୀୟ

ଆପଣ କର୍ନାଟକ ପାଇଁ କ’ଣ କରିଛନ୍ତି? ମୋଦିଙ୍କୁ ରାହୁଲଙ୍କ ପ୍ରଶ୍ନ

ବେଙ୍ଗାଲୁରୁ,୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମେ’ ୧ରେ ନିଜ ଦଳ ପାଇଁ କର୍ନରଟକର ତୁମକୁର ତୁରୁବୁକେରେ ପହଞ୍ଚି ପ୍ରଚାର କରିଛନ୍ତି। ତେବେ ଏଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ରାହୁଲ ଭାଜପା ଏବଂ ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି। ରାହୁଲ କହିଛନ୍ତି, କଂଗ୍ରେସ ଆପଣଙ୍କୁ ୯୧ ଥର ଦୁର୍ବ୍ୟବହାର କରିଥିବା କହୁଛନ୍ତି। କିନ୍ତୁ ଆପଣ କର୍ନାଟକର ଲୋକଙ୍କ ପାଇଁ କ’ଣ କରିଛନ୍ତି ତାହା କୁହନ୍ତି ନାହିଁ। ଏହା ବ୍ୟତୀତ ସେ କନାର୍ର୍ଟକବାସୀଙ୍କୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି।

ରାହୁଲ ଗାନ୍ଧୀ କହିଛନ୍ତି , ପ୍ରଧାନମନ୍ତ୍ରୀ କର୍ନାଟକକୁ ଆସନ୍ତି, କିନ୍ତୁ କେବଳ ନିଜ ବିଷୟରେ କଥାବାର୍ତ୍ତା କରନ୍ତି। ମୋଦି ଜୀ ମୋତେ କୁହନ୍ତୁ ଗତ ୩ ବର୍ଷରେ ଆପଣ କର୍ନାଟକ ପାଇଁ କ’ଣ କରିଛନ୍ତି ଏବଂ ରାଜ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଯୁବକମାନଙ୍କ ପାଇଁ ଆପଣ କ’ଣ କରିବେ? ସେହି କଥା କୁହନ୍ତୁ। ଏହି ନିର୍ବାଚନ ଆପଣଙ୍କ ବିଷୟରେ ନୁହେଁ, ଏହା କର୍ନାଟକ ଭବିଷ୍ୟତ ବିଷୟରେ।

ଶନିବାର ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କ ପ୍ରତି ପ୍ରୟୋଗ କରିଥିବା ବିଷାକ୍ତ ସାପ ବୟାନକୁ କାଉଣ୍ଟର କରିଥିଲେ। ଏଥିସହ କଂଗ୍ରେସ ଓ ଏହାର ନେତାମାନେ ତାଙ୍କୁ ୯୧ଥର ବ୍ୟକ୍ତିଗତ ସ୍ତରକୁ ଯାଇ ଗାଳି କରିଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri