Posted inଜାତୀୟ

ମିଳିଳାନି ଟିକେଟ୍‌, ଅସନ୍ତୋଷ ପ୍ରକାଶ କଲେ ରାମଦାସ

ବେଙ୍ଗାଲୁରୁ,୧୮।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ତିନୋଟି ତାଲିକାରେ ଭାଜପା ୨୨୨ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳରେ ଅସନ୍ତୋଷ ଓ ବିଦ୍ରୋହ ମଧ୍ୟରେ ତିନିଜଣ ବରିଷ୍ଠ ନେତାଙ୍କ ପରିବାର ସଦସ୍ୟଙ୍କୁ ସ୍ଥାନ ଦିଆଯାଇଛି। ତେବେ ମୈଶୁର ସହରର କୃଷ୍ଣରାଜ ନିର୍ବାଚନମଣ୍ଡଳୀରୁ ଟିକେଟ୍‌ ନ ପାଇ ବରିଷ୍ଠ ନେତା ଏସ୍‌.ଏ. ରାମଦାସ ଅସନ୍ତୋଷ ପ୍ରକାଶ କରିଛନ୍ତି।

ସୋମବାର ଭାଜପା ତୃତୀୟ ପର୍ଯ୍ୟାୟରେ୧୦ଟି ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଦଳ ଏ ପର୍ଯ୍ୟନ୍ତ ଶିବାମୋଗା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରି ନାହିଁ। ଯେଉଁଠାରେ ପୂର୍ବତନ ମନ୍ତ୍ରୀ କେ.ଏସ ଈଶ୍ୱରପ୍ପା ପ୍ରତିନିଧିତ୍ୱ କରୁଛନ୍ତି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri